ଏଣିକି ରାତି ୯ରୁ ସକାଳ ୫

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ କାର୍ଯ୍ୟରତ କର୍ମଚାରୀ, ପେଟ୍ରୋଲ ପମ୍ପ, ଛାପା ଓ ବୈଦୁତିକ ଗଣମାଧ୍ୟମ କର୍ମଚାରୀ ମଧ୍ୟ କଟକଣା ମୁକ୍ତ ରହିବେ ବୋଲି ଖବରଦାତା ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ସୂଚନା ଦେଇଛନ୍ତି। ତେବେ ପୂର୍ବରୁ ସଂନ୍ଧ୍ୟା ୭ଟାରୁ କର୍ଫ୍ୟୁ ଲାଗୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସଙ୍ଗଠନରେ ବଡ଼ ଧରଣର ଅଦଳବଦଳ, ବଦଳିଲେ ୪ ରାଜ୍ୟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୮।୫: ଗୁରୁବାର (୨୮ ମଇ) , ଭାଜପା ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି ବା ପଦେଶ ଅଧ୍ୟକ୍ଷ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ, ବୀରେନ୍ଦ୍ର ସଚଦେବଙ୍କ ସ୍ଥାନରେ…

CBSE ମୂଲ୍ୟାୟନ ପ୍ରସଙ୍ଗ: ପାଲଟା ଆକ୍ରମଣ କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲ ଗାନ୍ଧୀ ହତାଶ….

ନୂଆଦିଲ୍ଲୀ,୨୮ା୫: CBSEର ଅନ୍-ସ୍କ୍ରିନ୍ ମାର୍କିଂ ସିଷ୍ଟମକୁ ନେଇ ସାରା ଦେଶରେ ଚାଲିଥିବା ରାଜନୈତିକ ଉତ୍ତେଜନା ମଧ୍ୟରେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧୀ ଦଳ ନେତା…

କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ସିଦ୍ଧରାମାୟା? କହିଲେ ସବୁଠାରୁ ବଡ଼ କାରଣ

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ଏବଂ ବରିଷ୍ଠ କଂଗ୍ରେସ ନେତା ସିଦ୍ଧରାମାୟା ଶେଷରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କ ସଚିବଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଭାବବିହ୍ବଳ ହେଲେ ସିଦ୍ଦାରାମାୟା, କହିଲେ ମୁଁ କେବେ ବି…

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସିଦ୍ଦାରାମାୟା ଭାବବିହ୍ବଳ ହୋଇପଡ଼ିଛନ୍ତି। ସେ ତାଙ୍କ ପ୍ରଥମ ପ୍ରତିକ୍ରିୟାରେ କହିଛନ୍ତି, ଦଳର ହାଇକମାଣ୍ଡ ମୋତେ ଯାହା କହିଥିଲେ, ମୁଁ…

କାନାଡାରେ ଭାରତୀୟ ଛାତ୍ରୀଙ୍କୁ ଛୁରୀ ଭୁସି ହତ୍ୟା, କାନ୍ଦବୋବାଳିରେ ଫାଟି ପଡୁଛି…

ନୂଆଦିଲ୍ଲୀ,୨୮ା୫: କାନାଡା ମାଟିରେ ଜଣେ ଭାରତୀୟ ମହିଳାଙ୍କ ହତ୍ୟା ସହିତ ଜଡିତ ଆଉ ଏକ ମାମଲା ସାମ୍ନାକୁ ଆସିଛି। ଗୁଜରାଟର ଜଣେ ୨୨ ବର୍ଷୀୟ ମହିଳାଙ୍କୁ ଛୁରି…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ସିଦ୍ଦାରାମାୟା

ବେଙ୍ଗାଲୁରୁ,୨୮ା୫: କର୍ନାଟକର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସିଦ୍ଦାରାମାୟା। ବେଙ୍ଗାଲୁରୁ ରାଜଭବନ ଯାଇ ସେ ଇସ୍ତଫା ଦେଇଛନ୍ତି। ଏନେଇ ସିଦ୍ଦାରାମାୟା ଏକ ପ୍ରେସ୍‌ମିଟ୍‌ କରି ସୂଚନା ଦେଇଛନ୍ତି।…

ଶିବକୁମାରଙ୍କୁ ନେଇ ଏମିତି କହିଲେ ପ୍ରିୟଙ୍କା ଗାନ୍ଧୀ, ଯେଉଁମାନେ କଷ୍ଟକର ସମୟରେ…

ବେଙ୍ଗାଲୁରୁ,୨୮ା୫: କର୍ନାଟକର କଂଗ୍ରେସ ସରକାରରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦର ଏବେ ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କ୍ୟାବିନେଟ୍‌ ମନ୍ତ୍ରୀମାନଙ୍କ ସହିତ ଏକ…

ଛାତ୍ରାବାସରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ୍ତ ଜଳିଗଲେ ୧୬ ଛାତ୍ରୀ

ନାଇରୋବି,୨୮।୫: କେନିଆର ନାକୁରୁ କାଉଣ୍ଟିର ଗିଲଗିଲ୍ସ୍ଥିତ ଉତୁମିଶି ବାଳିକା ଏକାଡେମୀର ଏକ ଛାତ୍ରାବାସରେ ଏକ ଭୟଙ୍କର ଅଗ୍ନିକାଣ୍ଡ ସମଗ୍ର ଦେଶକୁ ଥରାଇ ଦେଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri