ହାର୍ଟ ପାଇଁ ଉପକାରୀ ଧନିଆ

ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା ଆହୁରି ସକ୍ରିୟ ହୋଇଥାଏ। କେବଳ ସେତିକି ନୁହେଁ, ରକ୍ତରେ ଶର୍କରା ପରିମାଣକୁ ସନ୍ତୁଳିତ ରଖିବାରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଧନିଆ ପତ୍ର ହୃତ୍‌ପିଣ୍ଡ (ହାର୍ଟ) ପାଇଁ ମଧ୍ୟ ଉପକାରୀ। ଅନ୍ୟପକ୍ଷରେ ଅନ୍ତଃନଳୀ ସମସ୍ୟା, ବାନ୍ତି, କୋଷ୍ଠ କାଠିନ୍ୟରୁ ଏହା କେତେକାଂଶରେ ଉପଶମ ଦେଇଥାଏ। ଏହା ମାନସିକ ରୋଗରୁ ମଧ୍ୟ ମୁକ୍ତି ଦେଇଥାଏ ବୋଲି ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। ଅନିଦ୍ରା, ଗଣ୍ଠି ଯନ୍ତ୍ରଣା ଓ ଫୁଲା ସମସ୍ୟାରୁ ଧନିଆ ପତ୍ର ଉପଶମ ଦେଇଥାଏ। ସକାଳୁ ଖାଲିପେଟରେ ଧନିଆରୁ ପ୍ରସ୍ତୁତ ସର୍ବତ ପିଇଲେ ତାହା ଶରୀର ପାଇଁ ଉପକାରୀ ସାବ୍ୟସ୍ତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri