ଧନିଆ ପତ୍ରରେ ରହିଛି ଏପରି ଗୁଣ

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ…

– ଏଥିରେ ଥିବା କେତେକ ଗୁଣ ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରିଥାଏ।

– ଏଥିରେ କ୍ୟାଲୋରି କମ୍‌ ଥାଏ, ଯାହା ଓଜନ କମ୍‌ କରିବାରେ ସାହାଯ୍ୟ କରିଥାଏ।

-ଏହା କୋଲେଷ୍ଟରଲ ସ୍ତର କମ୍‌ ମଧ୍ୟ କରିଥାଏ।

– ପାଚନତନ୍ତ୍ରକୁ ଠିକ୍‌ ଭାବେ କାର୍ଯ୍ୟ କରାଇବା ସହ ଯକୃତକୁ ମଧ୍ୟ ସୁସ୍ଥ ରଖିଥାଏ।

– ମଧୁମେହ ରୋଗୀଙ୍କ ପାଇଁ ମଧ୍ୟ ଏହା ବରଦାନ ସଦୃଶ ହୋଇଥାଏ।

– ରକ୍ତହୀନତା ସହ ହୃତ୍‌ପିଣ୍ଡ ରୋଗୀଙ୍କ ପାଇଁ ମଧ୍ୟ ଲାଭଦାୟକ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri