CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ କରୋନା ଜନିତ ମୃତ୍ୟୁ। ସ୍ୱାସ୍ଥ୍ୟ ବିଭାଗ ସୂଚନାନୁସାରେ ମୃତକଙ୍କର ହାଇପରଟେନସନ, ଡାଇବେଟିସ, କିଡନୀ ରୋଗ ପରି ଅନ୍ୟାନ୍ୟ ସ୍ୱାସ୍ଥ୍ୟଗତ ସମସ୍ୟା ଥିଲା। ଏହାପୂର୍ବରୁ ରାଜ୍ୟରେ ଆଉ ଜଣେ କରୋନା ଜନିତ ମୃତ୍ୟୁ ଘଟିଥିଲା। ଉଭୟ କରୋନା ଜନିତ ମୃତକ ଖୋର୍ଦ୍ଧା ଜିଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri