ଥମୁଛି କରୋନା, ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୨୯।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ୨୧୫ ରହିଛି। ଗୋଟିଏ ଦିନ ତଳେ ଏହା ୨୯୧ ଥିଲା।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୯୮୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ହଜାର ୧୨୩ ଥିଲା। ସେହିପରି ୨୪ ଘଣ୍ଟାରେ ୩୫୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୨୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୧୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୨ ହଜାର ୬୮ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୬ ହଜାର ୪୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri