Posted inରାଜ୍ୟ

ସୁସ୍ଥ ହେଲେ ୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୨: ଓଡ଼ିଶାରେ ବୁଧବାର ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକି ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ମୁକ୍ତ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୨୨୦ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୩, ସୁନ୍ଦରଗଡ଼ରୁ ୧୦, ବାଲେଶ୍ୱରରୁ ୭, ବରଗଡ଼, ଝାରୁସୁଗୁଡ଼ା, ନୂଆପଡ଼ା ଓ ସମ୍ବଲପୁରରୁ ୫, କଟକ, ସୋନପୁର ଓ ପୁରୀରୁ ୪, ରାୟାଗଡ଼ରୁ ୩, ଗଞ୍ଜାମ, ମୟୁରଭଞ୍ଜ ଓ ଯାଜପୁରରୁ ୨, ଅନୁଗୁଳ, ବଲାଙ୍ଗୀର, ଦେଓଗଡ଼, ଜଗତ୍‌ସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏ ଏବଂ ଷ୍ଟେଟ୍‌ ପୁଲରୁ ୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri