ପୁଣି ଡରାଇଲା କରୋନା : ଆଜି ୭୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ରବିବାର ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୨ ଲକ୍ଷ ୮୮ ହଜାର ୨୦୨ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ଜିଲାରୁ ୨ ଜଣ ଥିବା ବେଳେ କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୨, ନୂଆପଡ଼ାରୁ ୧, ରାୟଗଡ଼ାରୁ ୬୪ ଓ ଷ୍ଟେଟ୍‌ ପୁଲ୍‌ରୁ ଜଣେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ...

ମା’ ଧାମୁରାଇଙ୍କୁ ପୂଜା କରି ପ୍ରଚାର ଆରମ୍ଭ କଲେ କଂଗ୍ରେସ ପ୍ରାର୍ଥୀ

ଚାନ୍ଦବାଲି,୧୬।୪(କିଷାନ ପାତ୍ର)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନୀ ମଣ୍ଡଳୀ କଂଗ୍ରେସ କଂଗ୍ରେସ ପ୍ରାର୍ଥୀ ଅମୀୟ ମହାପାତ୍ର ମଙ୍ଗଳବାର ଧାମରାଠାରେ ମା’ଧାମୁରାଇଙ୍କ ଦର୍ଶନ କରି ପ୍ରଚାର ଆରମ୍ଭ...

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ଅଭିଯୁକ୍ତ

ଝାରସୁଗୁଡ଼ା,୧୬।୪: ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ମଙ୍ଗଳବାର ଜଣେ ଅଭିଯୁକ୍ତ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା...

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ...

ଦଳରେ ଅଣଦେଖା! ବିଶେଶ୍ୱର ଟୁଡୁଙ୍କୁ ଟିକେଟ ଦେଇନି ଭାଜପା

ଭୁବନେଶ୍ବର,୧୬।୪: ରାଜ୍ୟରେ ଆଉ ୨୧ ବିଧାନସଭା ଆସନ ଲାଗି ଭାଜପା ପକ୍ଷରୁ ମଙ୍ଗଳବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ଦଳ ରାଉରକେଲାରୁ ବରିଷ୍ଠ ନେତା...

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ...

ଦଳରେ ମିଶୁମିଶୁ ମିଳିଗଲା ଟିକେଟ

ଭୁବନେଶ୍ୱର,୧୨।୪: ଭାଜପା ମଙ୍ଗଳବାର ୨୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ କୋରାପୁଟ ଜିଲା ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀ ପାଇଁ ପୂର୍ବତନ ବିଧାୟକ କୈଳାଶ...

ଏଥର ବି ଝୁଲି ରହିଲା କଟକର ୨ ଆସନ

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ହେବାକୁ ଥିବା ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ଭାଜପା)। ଏଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri