ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ କଟକରୁ ୩, ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି । ସେହିଭଳି କନ୍ଧମାଳ, ରାୟଗଡ଼ା, ଯାଜପୁର, ନୟାଗଡ଼, ବଲାଙ୍ଗୀର ଓ କେନ୍ଦୁଝର ଜଣେ ଲେଖାଏ ରହିଛନ୍ତି।

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ବଡ଼ ଘୋଷଣା କରିଦେଲେ ଶରଦ ପାୱାର: ରାଜନୀତିରେ ପଡିଗଲା ଚହଳ

ମୁମ୍ବାଇ,୨୮।୭: ମହାରାଷ୍ଟ୍ରରେ ଏନ୍‌ସିପିର ଉଭୟ ଗୋଷ୍ଠୀର ମିଶ୍ରଣ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପିି-ଏସପି (NCP-SP) ର ମୁଖ୍ୟ ଶରଦ ପାୱାରଙ୍କ ଏକ…

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସାନଖେମୁଣ୍ଡି ଅଞ୍ଚଳରେ ଉପ ଜିଲାପାଳଙ୍କ ନେତୃତ୍ୱରେ ସଫେଇ ଅଭିଯାନ, ଅଞ୍ଚଳବାସୀଙ୍କ ପ୍ରଶଂସା

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଆମ ଗାଁ ସ୍ବଚ୍ଛ ଓ ପରିବେଶକୁ ସୁରକ୍ଷିତ ରଖି ଗଞ୍ଜାମ ଜିଲାକୁ ଏକ ସୁନ୍ଦର, ସ୍ବଚ୍ଛ ଓ ଆଦର୍ଶ ଜିଲାରେ ପରିଣତ କରିବା…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ବୁଡ଼ିଲା ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri