କରୋନା ପୁଣି ଅଣାୟତ୍ତ: ଦିନକରେ ୫୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୫।୩: ଦେଶରେ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛିି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୪୭୬ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨୫୧ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୫ ମାସ ପରେ ପୁଣି ଦେଶରେ ସମାନ ସ୍ଥିତି ସୃଷ୍ଟି ହୋଇଛି। ଏହାପୂର୍ବରୁ ୨୦୨୦ ଅକ୍ଟୋବର ୨୩ରେ ଦେଶରେ ଅକ୍ରାନ୍ତଙ୍କ ସଂଖ୍ୟା ୫୩ ହଜାର ୩୭୦ ଥିଲା। ଏବେ ପୁଣି ସେହି ଅବସ୍ଥା ଦେଖାଦେଇଛି। କରୋନା ଗ୍ରାଫ୍‌ ବଢୁଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ଥିତି ଅନୁସାରେ ପଦକ୍ଷେପ ଗ୍ରହଣ କରିବା ଲାଗି ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସନକୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?