୨ ଗାଁରେ କରୋନା ତାଣ୍ଡବ: ୨୦ ଦିନରେ ୬୪ ଜଣଙ୍କ ମୃତ୍ୟୁ…

ଆଗ୍ରା,୧୧।୫: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଆଗ୍ରାର ୨ଟି ଗାଁରେ କରୋନା ତାଣ୍ଡବ ରଚିଛି। ଗତ ୨୦ ଦିନ ମଧ୍ୟରେ ଏତ୍ମାଦ୍‌ପୁର ଏବଂ କୁରଗଓ୍ବାଁ ଗାଁରେ ୬୪ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛିି। ମୃତକମାନଙ୍କୁ ଥଣ୍ଡା,ଜ୍ୱର, କାଶ ହେଉଥିଲା। କେତେକଙ୍କୁ ନିଶ୍ୱାସ ନେବାରେ କଷ୍ଟ ହେଉଥିବା ଗ୍ରାମବାସୀ କହିଛନ୍ତି। ଖବର ପାଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଗାଁର ୧୦୦ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୨୭ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କୁ ଗାଁରେ ନିର୍ମିତ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ସଫଳତା, ନ୍ୟୁଜ୍‌ ପୋର୍ଟାଲ ଆତଙ୍କବାଦୀ ନିହତ…

ଶ୍ରୀନଗର, ୩୦।୩ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଶ୍ରୀନଗର ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛି। ଆତଙ୍କବାଦୀଙ୍କ ନିକଟରୁ ଅସ୍ତ୍ରଶସ୍ତ୍ର ଓ ଗୁଳି...

ମଧ୍ୟସ୍ଥତା ବାଧ୍ୟତାମୂଳକ ହେଉ: ସିଜେଆଇ

ନୂଆଦିଲ୍ଲୀ,୯ା୨(ପି.ଟି.): କୌଣସି ମକଦ୍ଦମା ଚଳାଇବା ପୂର୍ବରୁ ଏହାର ସମାଧାନ ମଧ୍ୟସ୍ଥତା ମାଧ୍ୟମରେ କରାଇବା ଆବଶ୍ୟକ। ଏଥିପାଇଁ ବିସ୍ତୃତ ଆଇନ ଆଣିବାର ସମୟ ଆସିଛି ବୋଲି ଭାରତର...

ସାମ୍‌ ପିଟ୍ରୋଡାଙ୍କୁ ୟୁରୋପ ଦାୟିତ୍ୱ ଦେଲା କଂଗ୍ରେସ…

ନୂଆଦିଲ୍ଲୀ,୧୧।୭: କଂଗ୍ରେସ ପକ୍ଷରୁ ୟୁରୋପର ୨୩ ଟି ଦେଶରେ ଦଳର ପ୍ରଚାର ଏବଂ ପ୍ରସାର ଦାୟିତ୍ୱ ସାମ୍‌ ପିଟ୍ରୋଡାଙ୍କୁ ପ୍ରଦାନ କରାଯାଇଛି। ଭାରତରେ ଆଇଟି ଏବଂ...

ଭାସ୍କର୍ଯ୍ୟ କଳାରେ କରୋନା ସଚେତନତା

ପୁରୀ ଅଫିସ,୧୬ା୪: ପୁରୀର ଯୁବ ଭାସ୍କର୍ଯ୍ୟ ଶିଳ୍ପୀ ଅଜିତ କୁମାର ପରିଡ଼ା ଭାସ୍କର୍ଯ୍ୟ କଳାରେ କରୋନା ସଚେତନାର ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଘରେ ରହିବା,...

ଆର୍ଯ୍ୟନଙ୍କୁ ଜେଲ ନୁହେଁ ରିହାବ ପଠାଇବା କଥା

ମୁମ୍ବାଇ,୨୬।୧୦: ଆର୍ଯ୍ୟନ ଖାନଙ୍କୁ ଆହୁରି ଗୋଟିଏ ରାତି ଜେଲରେ କାଟିବାକୁ ପଡ଼ିବ। ତାଙ୍କ ଜାମିନ ଆବେଦନର ଶୁଣାଶିକୁ ବମ୍ବେ ହାଇକୋର୍ଟ ବୁଧବାର ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।...

ପଡ଼ୋଶୀ ଦେଶରେ ଲୁଚିଛନ୍ତି ହତ୍ୟାକାରୀ

ନୂଆଦିଲ୍ଲୀ,୩।୬: ପଞ୍ଜାବର ପ୍ରସିଦ୍ଧ ଗାୟକ ସିଧୁ ମୁସେଓ୍ବାଲାଙ୍କ ହତ୍ୟା ମାମଲାରେ ଦିଲ୍ଲୀ ଓ ପଞ୍ଜାବ ପୋଲିସ ଦ୍ୱାରା ଚଢ଼ାଉ ଜାରି ରହିଛି। ମିଳିଥିବା ସୂଚନା ଅନୁସାରେ,...

କଥାବାର୍ତ୍ତା ବେଳେ ଜଳକଣା ଦ୍ୱାରା ବ୍ୟାପିଥାଏ କରୋନା

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାର ଚିକିତ୍ସା ପାଇଁ ଦିନରାତି ଚାଲିଛି ଗବେଷଣା। ଏପରି କି ଏହାର...

ସରପଞ୍ଚ ଅଜୟ ପଣ୍ଡିତାଙ୍କ ହତ୍ୟାର ପ୍ରତିଶୋଧ ନେଲେ ସୁରକ୍ଷାକର୍ମୀ

ଶ୍ରୀନଗର,୧୬।୬: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଜୁନ ୮ରେ କଶ୍ମୀରି ପଣ୍ଡିତ ସରପଞ୍ଚ ଅଜୟ ପଣ୍ଡିତାଙ୍କ ହୋଇଥିବା ହତ୍ୟାର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ଗତ ସପ୍ତାହ ଏନ୍‌କାଉଣ୍ଟରରେ ନିପାତ...

Advertisement
Archives

Model This Week