Posted inଜାତୀୟ

ଚିନ୍ତା ବଢାଉଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୧୮୦ ଆକ୍ରାନ୍ତ ଚିହ୍ନଟ, ୩ ମୃତ

ନୂଆଦିଲ୍ଲୀ,୧୬।୧: କରୋନା ମହାମାରୀ ପୁଣି ଥରେ ଦ୍ରୁତ ଗତିରେ ବ୍ୟାପିଛି । ପ୍ରତିଦିନ ନୂଆ ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର କହିଛି ଯେ ଗୋଟିଏ ଦିନରେ ଭାରତରେ କୋଭିଡ -୧୯ର ୧୮୦ଟି ନୂଆ ମାମଲା ରେକର୍ଡ ହୋଇଛି। ଏହା ସହିତ ସଂକ୍ରମଣର ସକ୍ରିୟ ମାମଲା ସଂଖ୍ୟା ୨,୮୦୪କୁ ବୃଦ୍ଧି ପାଇଛି। ଏଥିସହ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣ ହେତୁ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଡିସେମ୍ବର ୫ ପର୍ଯ୍ୟନ୍ତ ମାମଲାଗୁଡ଼ିକର ହ୍ରାସ ରେକର୍ଡ କରାଯାଇଥିଲା। କିନ୍ତୁ ଥଣ୍ଡା ପାଗର ଆଗମନ ସହିତ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। କୋଭିଡ -୧୯ର ନୂଆ ଭାରିଆଣ୍ଟ ସ୍ବାସ୍ଥ୍ୟ ବିଭାଗର ଚିନ୍ତାକୁ ମଧ୍ୟ ବଢାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri