ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ବଲାଙ୍ଗୀର, ଗଞ୍ଜାମ ଓ ମାଲକାନଗିରିରୁ ୨ଜଣ ଲେଖାଏଙ୍କ ମୃତ୍ୟୁ ଘଟିଛି। ସେହିପରି ଭଦ୍ରକ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri