ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର କମିବାର ନାଁ ନେଉନି। ଯାହାକି ଚିନ୍ତାର ବିଷୟ ହୋଇଛି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri