କ୍ୟାପିଟାଲ ହସ୍ପିଟାଲରେ କରୋନା: ୪୦ ଡାକ୍ତର ପଜିଟିଭ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ କ୍ୟାପିଟାଲ୍‌ ହସ୍ପିଟାଲର ୧୩୦ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଡାକ୍ତର, ୩୦ ନର୍ସ, ୪୦ ଟେକ୍ନିସିଆନ, ୧୦/୧୫ ଫାର୍ମାସିଷ୍ଟ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତ ବାହାରିବା ପରେ ହସ୍ପିଟାଲ କାର୍ଯ୍ୟ ପ୍ରଭାବିତ ହେବା ନେଇ ହସ୍ପିଟାଲ ନିର୍ଦ୍ଦେଶକ କହିଛନ୍ତି। ବର୍ତ୍ତମାନ ପାଇଁ ହସ୍ପିଟାଲର ଅପରାହ୍ନ ଓପିଡିକଚୁ ବନ୍ଦ କରାଯାଇଛି ବୋଲି ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜେଇଇ ମେନ୍‌ ଆରମ୍ଭ

ଭୁବନେଶ୍ୱର, ୨।୯(ବ୍ୟୁରୋ)- କରୋନା କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌ ଆରମ୍ଭ ହୋଇଛି। ଦେଶରେ ୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବାବେଳେ ଓଡ଼ିଶାର...

ଓଡ଼ିଶା ହେଉଛି କଳା, କାରୁକାର୍ଯ୍ୟର ମାଟି: ରାଜ୍ୟପାଳ

ଭୁବନେଶ୍ୱର,୨୨।୯ (ବ୍ୟୁରୋ): ବିକାଶର ନଭଶ୍ଚୁମ୍ବୀ ସୋପାନରେ ଆଜିବି କବି ଓ ସାହିତି୍ୟକଙ୍କ ଲେଖାର ମର୍ଯ୍ୟାଦା ରହିଛି। ବିଭିନ୍ନ ସମୟରେ ସେହି ଲେଖାଗୁଡିକ ବୈଜ୍ଞାନିକ ଅଭିସନ୍ଧିର ମୂଳକାରଣ।...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ,...

ଗ୍ରାମ୍ୟ ଉନ୍ନୟନ ପ୍ରମୁଖ ଶାସନ ସଚିବଙ୍କ ୨ ଦିନିଆ ଜଗତ୍‌ସିଂହପୁର ଗସ୍ତ: ବଢ଼ିବ ଜିଲା ମୁଖ୍ୟ ଚିକିତ୍ସାଳୟ ଶଯ୍ୟା ସଂଖ୍ୟା

ଜଗତ୍‌ସିଂହପୁର ଅଫିସ, ୧୭ା୧୦: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ଧରି ୧୦୦ ଶଯ୍ୟା ବିଶିଷ୍ଟ ମାତୃ ଓ ଶିଶୁ ସ୍ବାସ୍ଥ୍ୟ (ଏମ୍‌ସିଏଚ୍‌) ୱାର୍ଡ...

ଦିନକରେ ବିଏମ୍‌ସିର ୨୨ କର୍ମଚାରୀ ପଜିଟିଭ୍‌ ଚିହ୍ନଟ, ଲାଗିଲା କଟକଣା

ଭୁବନେଶ୍ୱର,୧୩।୧(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ ଉପରମୁହାଁ ରହିଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଫିସରେ ପଶିଛି କରୋନା। ଗୋଟିଏ ଦିନରେ ବିଏମ୍‌ସିର ୨୨ କର୍ମଚାରୀ କରୋନା ପଜିଟିଭ୍‌...

ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ

କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ...

ବଗଲା ଜମି ବିବାଦ: ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

କଟକ ଅଫିସ୍‌,୨୯।୯: ପୁରୀ ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଉ ଏକ ମାମଲା ଦାୟର...

ବଦଳୁଛି ଜଳବାୟୁ, ହଜିଯାଉଛି ଶୀତ

ଭୁବନେଶ୍ୱର,୧୬ା୧ (ବ୍ୟୁରୋ): ଜଳବାୟୁ ପରିବର୍ତ୍ତନର ସଙ୍କେତ ସବୁଠି ଦେଖାଗଲାଣି। ବର୍ଷା କମିବା ସହିତ ଅନ୍ୟାନ୍ୟ ଋତୁ ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଲାଣି। ଗତ କିଛି...

Advertisement
Archives

Model This Week