କ୍ୟାପିଟାଲ ହସ୍ପିଟାଲରେ କରୋନା: ୪୦ ଡାକ୍ତର ପଜିଟିଭ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ କ୍ୟାପିଟାଲ୍‌ ହସ୍ପିଟାଲର ୧୩୦ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଡାକ୍ତର, ୩୦ ନର୍ସ, ୪୦ ଟେକ୍ନିସିଆନ, ୧୦/୧୫ ଫାର୍ମାସିଷ୍ଟ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଆକ୍ରାନ୍ତ ବାହାରିବା ପରେ ହସ୍ପିଟାଲ କାର୍ଯ୍ୟ ପ୍ରଭାବିତ ହେବା ନେଇ ହସ୍ପିଟାଲ ନିର୍ଦ୍ଦେଶକ କହିଛନ୍ତି। ବର୍ତ୍ତମାନ ପାଇଁ ହସ୍ପିଟାଲର ଅପରାହ୍ନ ଓପିଡିକଚୁ ବନ୍ଦ କରାଯାଇଛି ବୋଲି ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ ଉପରେ ପିଲା ପଢୁଛନ୍ତି ପାଠ: ୩୦୯୩ ଗାଁରେ ନିର୍ମାଣ ହେବ ୪୮୩ ଟେଲିଫୋନ ଟାୱାର

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ଗାଁଗୁଡ଼ିକରେ ଟେଲିଫୋନ୍‌ ଟାୱାର ନ ଥିବାରୁ ବିଧାନସଭାରେ ଉଭୟ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ବର୍ତ୍ତମାନ ପ୍ରତ୍ୟେକ କାମ ଇଣ୍ଟରନେଟ୍‌ ଜରିଆରେ କରାଯାଉଛି।...

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।...

ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ...

ଜାତୀୟସ୍ତରକୁ ମନୋନୀତ ହେଲା ମଡେଲ

ପରଜଙ୍ଗ, ୨୪।୧(ଡି.ଏନ.ଏ.) ପୂର୍ବ ଭାରତ ବିଜ୍ଞାନ ମେଳାରେ ଚମକିଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁଲେଇସ୍ଥିତ ତାଳେଶ୍ୱର ବିଦ୍ୟାପୀଠର ଦଶମ ଶ୍ରେଣୀ ଛାତ୍ରୀ ଚୁଲ୍‌ବୁଲି ଜେନା।...

୪୬.୩ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ତାଳଚେର : ୪୦ ଡିଗ୍ରୀ ଟପିଲା ୧୪ ଜିଲା, ୫ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଉପକୂଳ ହେଉ କି...

ମଦ ଦୋକାନୀଙ୍କୁ ପୁରସ୍କାର ପ୍ରସଙ୍ଗ, ସରକାରୀ ନିଷ୍ପତ୍ତି ହୋଇନାହିଁ : ମନ୍ତ୍ରୀ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଭଲ ରାଜସ୍ବ ପ୍ରଦାନ କରୁଥିବା ମଦ ଦୋକାନୀଙ୍କୁ ପୁରସ୍କାର ଦେବା କଥା ନେଇ ସରକାର କୌଣସି ନିଷ୍ପତ୍ତି ନେଇନାହାନ୍ତି। ଷ୍ଟାଣ୍ଡିଂ କମିଟି ପକ୍ଷରୁ ଏନେଇ...

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ସ୍ଥାପନ ନେଇ ସରକାରଙ୍କ ଆନ୍ତରିକତା ନାହିଁ:  ସମିତି ଗଠନକରି ସମସ୍ୟା ସମାଧାନ କରିବାକୁ ଦାବି

ଭୁବନେଶ୍ୱର,୧।୭(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ସ୍ଥାପନ ଏବଂ ହାଇକୋର୍ଟରେ ଚାଲିଥିବା ଓକିଲମାନଙ୍କ ଧର୍ମଘଟକୁ ନେଇ ବିଧାନସଭାରେ ଗଭୀର ଉଦ୍‌ବେଗ ପ୍ରକାଶ ପାଇଛି। ଓକିଲମାନଙ୍କ କାର୍ଯ୍ୟବନ୍ଦ...

ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।...

Advertisement
Archives

Model This Week