‘ମେରେ ସାଇଁ’ର ଶୁଟିଂ ସେଟ୍‌ରେ ପହଞ୍ଚିଲା କରୋନା

କରୋନା ଯୋଗୁ ଜାରି ରହିଥିବା ଲକ୍‌ଡାଉନ୍‌ ପାଇଁ ଫିଲ୍ମଠାରୁ ଆରମ୍ଭକରି ଧାରାବାହିକର ପର୍ଯ୍ୟନ୍ତ ସବୁ ଶୁଟିଂ ବନ୍ଦ ରହିଥିଲା। ଏବେ ଧୀରେ ଧୀରେ ଶୁଟିଂ ଆରମ୍ଭ ହୋଇଛି। ତେବେ ସୋନୀ ଟିଭିରେ ପ୍ରସାରିତ ଧାରାବାହିକ ‘ମେରେ ସାଇଁ’ ର ଶୁଟିଂ ଆରମ୍ଭ ହେଉ ହେଉ ପୁଣିଥର ବନ୍ଦ କରିବାକୁ ପଡ଼ିଛି। କାରଣ ଶୋ’ର ଶୁଟିଂ ସେଟ୍‌ର ଜଣେ କ୍ରୁ ମେମ୍ବରଙ୍କୁ କରୋନା ହୋଇଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ସଙ୍ଗେ ସଙ୍ଗେ ସମସ୍ତ ଶୁଟିଂକୁ ବନ୍ଦ କରିଦିଆଯାଇଛି। ଏଥିସହ ଶୋ’ର ସମସ୍ତ ସଦସ୍ୟଙ୍କୁ କିଛି ଦିନ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ କୁହାଯାଇଛି। ଏଥିସହ ଶୁଟିଂ ସେଟ୍‌କୁ ସାନିଟାଇଜ୍‌ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରେ ୪୬ ମିଲିୟନ ଟପିଲା ଉର୍ବଶୀଙ୍କ ପ୍ରଶଂସକଙ୍କ ସଂଖ୍ୟା

ମୁମ୍ବାଇ: ବଲିଉଡ ନାୟିକା ଉର୍ବଶୀ ରୌତେଲାଙ୍କର ଫ୍ୟାନ୍ ଫଲୋଇଙ୍ଗ ସଂଖ୍ୟା ବହୁତ ଅଧିକ । ନିକଟରେ ଇନଷ୍ଟାଗ୍ରାମରେ ତାଙ୍କ ପଲୋୟର୍ସଙ୍କ ସଂଖ୍ୟା ୪୬ ମିଲିୟନ ଅତିକ୍ରମ...

ଚେନ୍ନାଇ ଏକ୍ସପ୍ରେସ୍‌ ସିକ୍ୟୁଏଲରେ ସାରା-କାର୍ତ୍ତିକଙ୍କୁ ନେବାକୁ ଚାହୁଁଛନ୍ତି ରୋହିତ ସେଟ୍ଟୀ

ବମ୍ବେ: ଫିଲ୍ମ କେଦାରନାଥ ରିଲିଜ ହେବା ପରେ ନିଜ ଅଭିନୟକୁ ନେଇ ବେଶ୍‌ ପ୍ରଶଂସିତ ହେଉଛନ୍ତି ସୈଫ ଲଳନା ସାରା ଅଲ୍ଲୀ ଖାଁ। ଆଗାମୀ ଦିନରେ...

ଭାଜପାକୁ ବିଜୟର ଭରସା ଦେଲେ କଙ୍ଗନା

ମୁମ୍ବାଇ: ମନୋରଞ୍ଜନ ଦୁନିଆ ହେଉ ଅବା ରାଜନୀତି ସବୁଠି ମନ କଥା ଖୋଲା ଖୋଲି କହି ଚର୍ଚ୍ଚାକୁ ଆସୁଥିବା ନାୟିକା କଙ୍ଗନା ରାନାୱତ ଏଥର ବି...

ଦୀପିକା ପାଦୁକୋନଙ୍କ ଅଙ୍ଗରକ୍ଷୀ ମାସିକ କେତେ ଦରମା ନିଅନ୍ତି

ବଲିଉଡ ସେଲିବ୍ରିଟିମାନେ ସବୁବେଳେ ନିଜ ଚାରିପାଖରେ ଜଣେ ଅଙ୍ଗରକ୍ଷୀ ରଖନ୍ତି। ସଲମାନ ଖାନଙ୍କ ଅଙ୍ଗରକ୍ଷୀ ଶେରାଙ୍କ ସହ ତାଙ୍କର ଘନିଷ୍ଠତା ବିଷୟରେ ଜାଣିଛୁ । ସଲମାନଙ୍କ...

ଲକ୍‌ଡାଉନ ଯୋଗୁ ଚିନ୍ତାରେ ସଞ୍ଜୟ

ମୁମ୍ବାଇ: ସଞ୍ଜୟ ଦତ୍ତ ବର୍ତ୍ତମାନ ତାଙ୍କ ପତ୍ନୀ ମାନ୍ୟତା ଏବଂ ତାଙ୍କର ୨ ଶିଶୁ ଶାହାରାନ ଓ ଇକ୍ରାଙ୍କଠାରୁ ଦୂରରେ ଅଛନ୍ତି। ଭାରତରେ ଲକ୍‌ଡାଉନ୍‌ ହେବା...

ସ୍ତ୍ରୀ ପିଲାଙ୍କ ଖର୍ଚ୍ଚ ଉଠାଇ ପାରୁ ନ ଥିଲେ ଏହି ଲୋକପ୍ରିୟ ଅଭିନେତା

କପୁର ପରିବାର ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି ଏକ ପରିବାର ଯିଏକି ଅନେକ ଦଶନ୍ଧି ଧରି ଦର୍ଶକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅଭିନେତ୍ରୀ କରିସ୍ମାଙ୍କ ବାପା...

ସତ୍ୟନାରାୟଣ କି କଥାରେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍‌ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍‌ଲାଇଟ୍‌ରେ...

ପ୍ରିୟଙ୍କାଙ୍କ ପାଇଁ ଗୀତ ଲେଖୁଛନ୍ତି ନିକ୍‌

ମୁମ୍ବାଇ: ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ତାଙ୍କ ପୁସ୍ତକକୁ ନେଇ ଅଛନ୍ତି ଚର୍ଚ୍ଚାରେ । ତେବେ ଆମେରିକୀୟ ସିଙ୍ଗର ନିକ୍ ଜୋନସଙ୍କୁ ବିବାହ...

Advertisement
Archives

Model This Week