ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଘରେ କରୋନା

ନୂଆଦିଲ୍ଲୀ, ୫।୮: ସୁପ୍ରିମ୍‌ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଗୋଗୋଇଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ରଞ୍ଜନ ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ପୂର୍ବତନ ସିଜେଆଇଙ୍କୁ କରୋନା ସଂକ୍ରମଣ ହୋଇଥିବା ଖବର ସୋସିଆଲ୍‌ ମିଡ଼ିଆରେ ବିଜୁଳି ବେଗରେ ପ୍ରଚାରିତ ହୋଇଥିଲା। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ସମେତ ବହୁ ନେତା ଟୁଇଟ୍‌ କରି ଗୋଗୋଇଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରିଛନ୍ତି। ସୂଚନାଯୋଗ୍ୟ, ରଞ୍ଜନ ଗୋଗୋଇ ବାବରୀ ମସଜିଦ୍‌ ରାମଜନ୍ମଭୂମି ମାମଲାରେ ଐତିହାସିକ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ମାସରେ ୧୯୬ ଆତଙ୍କବାଦୀ ଆକ୍ରମଣ…

ନୂଆଦିଲ୍ଲୀ,୩୦।୧୧: ଜମ୍ମୁ-କଶ୍ମୀରରେ ଚଳିତ ବର୍ଷ ଆତଙ୍କବାଦୀ ଆକ୍ରମଣରେ ୪୦ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଲୋକ ସଭାରେ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ...

ମୋଦିଙ୍କୁ ଖଳନାୟକ କହିଲେ କିଛି ଲାଭ ହେବ ନାହିଁ:ଜୟରାମ

ନୂଆଦିଲ୍ଲୀ,୨୩।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟଶୈଳୀରେ ସର୍ବଦା ନକରାତ୍ମକ ଖୋଜିଲେ କିଛି ଲାଭ ନାହିଁ ବୋଲି କହିଛନ୍ତି କଂଗ୍ରେସର ବରିଷ୍ଠ ନେତା ଜୟରାମ ରମେଶ। ରାଜନୈତିକ ବିଶ୍ଲେଷକ...

୮ ମାସ ପରେ ୧୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୮।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ୮ ମାସ ପରେ...

ଶୀତଦିନେ ସପ୍ତାହରେ ୨ ଥର କରନ୍ତୁ ଉଷୁମ ତେଲ ମାଲିସ୍‌…

ଶୀତଦିନେ ଶରୀରରେ ଉଷୁମ ତେଲ ମାଲିସ୍‌ କଲେ ଅନେକ ଉପକାର ମିଳିଥାଏ । ଏହା ଦ୍ୱାରା ରକ୍ତଚାପ ନିୟନ୍ତ୍ରିତ ହେବା ସହିତ ହାର୍ଟ ଆଟାକ୍‌ରୁ ମୁକ୍ତି...

ନୂଆବର୍ଷରେ ୧୩ ସହରରେ ୫-ଜି ସେବା…

ନୂଆଦିଲ୍ଲୀ, ୨୮।୧୨: ଆସନ୍ତା ୨୦୨୨ରେ, ଭାରତୀୟମାନେ ୫-ଜି ଉପହାର ପାଇବାକୁ ଯାଉଛନ୍ତି। ଟେଲି ଯୋଗାଯୋଗ ବିଭାଗ କହିଛି ଯେ ୫-ଜି ଇଣ୍ଟରନେଟ ସେବାର ପରୀକ୍ଷା ଶେଷ...

ଯବାନଙ୍କ ଗୁଳିରେ ୪ ଆତଙ୍କବାଦୀ ମୃତ

ଶ୍ରୀନଗର,୨୨ା୩: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଯବାନଙ୍କ ଗୁଳିରେ ଲସ୍କର-ଇ-ତୋଇବାର ୪ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ଜିଲାର ମନିହାଲ ଅଞ୍ଚଳରେ...

ମ୍ୟାନ ଭର୍ସେସ ଓ୍ବାଇଲ୍ଡ: ବିୟର ଗ୍ରିଲସ୍‌ଙ୍କ ସହ ନଜର ଆସିଲା ରଜନୀକାନ୍ତଙ୍କ ମୋଶନ ପୋଷ୍ଟର

ନୂଆଦିଲ୍ଲୀ,୨୦।୨: ଡିସକଭରି ଚ୍ୟାନେଲରେ ପ୍ରସାରିତ ହେବାକୁ ଥିବା ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତଙ୍କର ଶୋ’ ମ୍ୟାନ ଭର୍ସେସ ଓ୍ବାଇଲ୍ଡର ମୋଶନ ପୋଷ୍ଟର ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ହରିୟାଣା ସରକାରଙ୍କ ବଡ ନିଷ୍ପତ୍ତି: ଘରୋଇ ସ୍କୁଲରେ ନର୍ସରୀ, ପ୍ରଥମ ଶ୍ରେଣୀ ପାଇଁ ୨୫ ପ୍ରତିଶତ ଗରିବ ପିଲାଙ୍କ ପାଇଁ ରହିବ ସଂରକ୍ଷିତ

ଚଣ୍ଡିଗଡ଼,୫ ।୪: ହରିୟାଣା ସରକାର ଶିକ୍ଷା ଅଧିକାର (ଆରଟିଇ) ଅଧିନିୟମ ଅନୁଯାୟୀ, ଗିରିବ ଶିଶୁଙ୍କ ପାଇଁ ଘରୋଇ ସ୍କୁଲରେ ପାଠ ପଢିବା ଲାଗି ଅଣ୍ଟା ଭିଡିଛନ୍ତି...

Advertisement
Archives

Model This Week