ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କ ଘରେ କରୋନା

ନୂଆଦିଲ୍ଲୀ, ୫।୮: ସୁପ୍ରିମ୍‌ କୋର୍ଟର ପୂର୍ବତନ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଘରେ କରୋନା ସଂକ୍ରମଣ ହୋଇଛି। ଗୋଗୋଇଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ରଞ୍ଜନ ସୂଚନା ଦେଇଛନ୍ତି। ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇବା ପରେ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ପୂର୍ବତନ ସିଜେଆଇଙ୍କୁ କରୋନା ସଂକ୍ରମଣ ହୋଇଥିବା ଖବର ସୋସିଆଲ୍‌ ମିଡ଼ିଆରେ ବିଜୁଳି ବେଗରେ ପ୍ରଚାରିତ ହୋଇଥିଲା। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀଙ୍କ ସମେତ ବହୁ ନେତା ଟୁଇଟ୍‌ କରି ଗୋଗୋଇଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରିଛନ୍ତି। ସୂଚନାଯୋଗ୍ୟ, ରଞ୍ଜନ ଗୋଗୋଇ ବାବରୀ ମସଜିଦ୍‌ ରାମଜନ୍ମଭୂମି ମାମଲାରେ ଐତିହାସିକ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶ କୁମାର ହେବେ ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୧୭/୨: ଭାରତର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଭାବେ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନିଯୁକ୍ତ କରାଯାଇଛି । ସେ ବିଦାୟୀ ରାଜୀବ କୁମାରଙ୍କ ସ୍ଥାନ...

କିଛିଦିନ ପାଇଁ ନୂଆ ସିଇସି ନିଯୁକ୍ତି ପ୍ରକ୍ରିୟା ସ୍ଥଗିତ ରଖାଯାଉ: ପ୍ରଧାନମନ୍ତ୍ରୀଙ୍କ ସହ ବୈଠକ ପରେ କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୧୭।୨:ଦେଶର ନୂତନ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ନିଯୁକ୍ତି ଦେବା ପାଇଁ ସୋମବାର ଚୟନ କମିଟିର ବୈଠକ ହୋଇଛି ପିଏମଓରେ ଅନୁଷ୍ଠିତ ଏହି ବୈଠକରେ ପ୍ରଧାନମନ୍ତ୍ରୀ...

Qatar Emir on India Visit: ଭାରତରେ ପହଞ୍ଚିଲେ କତାରର ଅମିର: କୋଳାଗ୍ରତ କରି ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କତାରର ଅମିରଙ୍କୁ ବିମାନବନ୍ଦରରେ କୋଳାଗ୍ରତ କରି ସ୍ବାଗତ କରିଛନ୍ତି। କତାରର ଅମିର ଶେଖ ତମିମ ବିନ ହମାଦ ଅଲଥାନି ଦୁଇ...

KIIT ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଗଭୀର ଦୁଃଖ ପ୍ରକାଶ କଲା କାଠମାଣ୍ଡୁସ୍ଥିତ ଭାରତୀୟ ଦୂତାବାସ

କାଠମାଣ୍ଡୁ,୧୭।୨: ଓଡ଼ିଶାର ଭୁବନେଶ୍ୱରସ୍ଥିତ KIIT ବିଶ୍ୱବିଦ୍ୟାଳୟରେ ଜଣେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏବେ ଏହି ଘଟଣାକୁ ନେଇ କାଠମାଣ୍ଡୁସ୍ଥିତ ଭାରତୀୟ...

ମହାରାଷ୍ଟ୍ର ସରକାରରେ ପୁଣି ଝଡ଼: ଏକନାଥ ଶିନ୍ଦେ ନେଲେ ବଡ଼ ନିଷ୍ପତ୍ତି

ପୁଣେ,୧୭।୨: ମହାରାଷ୍ଟ୍ରରେ ମହାୟୁତି ସରକାର ଗଠନ ହେବା ପରଠାରୁ ଏକନାଥ ଶିନ୍ଦେ ଏବଂ ଦେବେନ୍ଦ୍ର ଫଡନବିସଙ୍କ ମଧ୍ୟରେ ଶୀତଳ ଯୁଦ୍ଧ କାହାକୁ ଅଛପା ନାହିଁ। ଶିନ୍ଦେ...

ଜର୍ମାନ ରାଷ୍ଟ୍ରପତିଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ କରି ଲଗାଇଦେଲେ ବିହାର ସରକାରଙ୍କ ପ୍ରୋଫାଇଲ ଫଟୋ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବର୍ଲିିନ୍‌,୧୭।୨: ଜର୍ମାନ ରାଷ୍ଟ୍ରପତି ଫ୍ରାଙ୍କ-ୱାଲ୍ଟର ଷ୍ଟିନମିୟରଙ୍କ ଅଫିସିଆଲ ଏକ୍ସ ଆକାଉଣ୍ଟ ହ୍ୟାକ ହୋଇଥିବା ଜଣାପଡ଼ିଛି। କେବଳ ଏତିକି ନୁହେଁ, ହ୍ୟାକର୍ସମାନେ ରାଷ୍ଟ୍ରପତିଙ୍କ ଆକାଉଣ୍ଟର ପ୍ରୋଫାଇଲ ଫଟୋକୁ...

ଭାରତଠାରୁ ଏତିକି ଟଙ୍କାର ଋଣ ନେଇଛି ଆମେରିକା, ଜାଣିଲେ ଉଡିଜିବ ହୋସ୍‌

ଓ୍‌ବାଶିଂଟନ୍‌/ନୂଆଦିଲ୍ଲୀ,୧୭।୨: ଆପଣ ଅନେକ ଥର ଶୁଣିଥଥିବେ ଯେ ବିଶ୍ୱର ସୁପର ପାୱାର କୁହାଯାଉଥିବା ଆମେରିକା ଅନ୍ୟ ଦେଶଗୁଡ଼ିକୁ ଋଣ ଦିଏ। କିନ୍ତୁ ଏହା ସେପରି ନୁହେଁ।...

ଏହିଦିନ ଶପଥ ନେବେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ, ନୂଆ ଚେହେରାକୁ ନେଇ…

ନୂଆଦିଲ୍ଲୀ,୧୭।୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଧାନସଭା ନିର୍ବାଚନର ଫଳାଫଳ ସମସ୍ତେ ଜାଣନ୍ତି। ଶାସକ ଆମ ଆଦମୀ ପାର୍ଟିକୁ ପରାସ୍ତ କରି ଭାରତୀୟ ଜନତା ପାର୍ଟି ନିର୍ବାଚନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri