ସଂସଦରେ କରୋନା ସଚେତନତା : ଧନକର-ବିର୍ଲା ମାସ୍କ ପିନ୍ଧି ପହଞ୍ଚିଲେ…

ନୂଆଦିଲ୍ଲୀ,୨୨।୧୨ : ଚାଇନାରେ କରୋନା ଭାଇରସର ଆତଙ୍କ ପରେ ଭାରତରେ ସତର୍କତା ମଧ୍ୟ ବୃଦ୍ଧି କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ଭିଡ଼ରେ ମାସ୍କ ପିନ୍ଧିବା ଏବଂ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। ଏଥି ସହିତ ରାଜ୍ୟ ସରକାର ମଧ୍ୟ ଏ ସମ୍ପର୍କରେ ନିଜର ପ୍ରସ୍ତୁତି କରୁଛନ୍ତି। ଏହି ମର୍ମରେ କରୋନା ସଚେତନତା ସଂସଦରେ ଦେଖିବାକୁ ମିଳିଛି।

ରାଜ୍ୟ ସଭା ଅଧ୍ୟକ୍ଷ ଉପରାଷ୍ଟ୍ରପତି ଜଗଦୀପ୍‌ ଧନକର ଏବଂ ଲୋକ ସଭା ବାଚସ୍ପତି ଓମ ବିର୍ଲା ମାସ୍କ ପିନ୍ଧି ଗୃହରେ ପହଞ୍ଚିଥିବାର ଦେଖିବାକୁ ମିଳିଛି।

ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ସାଂସଦଙ୍କୁ ମାସ୍କ ପିନ୍ଧିବାକୁ ନିବେଦନ କରିଛନ୍ତି। ଗୃହର ପ୍ରକ୍ରିୟା ସମୟରେ ବିର୍ଲା ନିଜେ ମଧ୍ୟ ମାସ୍କ ପିନ୍ଧିଥିଲେ। ସେ କହିଛନ୍ତି ଯେ ସରକାର କରୋନା ସଂକ୍ରମଣ ସମ୍ପର୍କରେ ଶୀଘ୍ର ପଦକ୍ଷେପ ନେଇଛନ୍ତି ଏବଂ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି। ଉଭୟ ଗୃହର ବହୁ ଏମ୍‌ପି ମଧ୍ୟ ମାସ୍କ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri