କରୋନା ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼,୧୮।୧୨(ଡି.ଏନ.ଏ.)
ଦେବଗଡ ନେହେରୁ ଯୁବକେନ୍ଦ୍ର ଓ ବାରକୋଟ ବ୍ଲକ ଶିରିଗିଡା ବାବା ବାଣେଶ୍ୱର କ୍ଲବ ମିଳିତ ଆନୁକୂଲ୍ୟରେ ଶିରିଗିଡା ଗ୍ରାମରେ ଏସ୍‌ଏଚଜି ସଦସ୍ୟାଙ୍କୁ ନେଇ କରୋନା ସଚେତନତା ଓ ଶ୍ରମଦାନ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଯୁବକେନ୍ଦ୍ରର ସଂଯୋଜିକା ରୀତା ଶାନ୍ତି ଡୁଙ୍ଗଡୁଙ୍ଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ଜିଲା ନିୟୋଜନ ଅଧିକାରୀ ଚିନ୍ତାମଣି ମହାନନ୍ଦ ଯୋଗଦେଇ କରୋନା ସଚେତନତା, ବେକାରୀ ସମସ୍ୟା ଓ ଏହାର ନିରାକରଣ ସମ୍ପର୍କରେ ଜନସାଧାରଣଙ୍କୁ ବୁଝାଇଥିଲେ। ଏହି ଅବସରରେ ବାଣେଶ୍ୱର କ୍ଲବ ସଭାପତି ଭୋଲେଶ୍ୱର ବଉଳା, ଉପସଭାପତି ସୌଭାଗ୍ୟ ନାୟକ, ସମ୍ପାଦକ ଭୁବନେଶ୍ୱର ବଉଳାଙ୍କ ତତ୍ତ୍ୱାବଧାନରେ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ନେହେରୁ ଯୁବକେନ୍ଦ୍ରର ତରୁଣ କୁମାର ସାମଲ, ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟା ଓ କ୍ଲବର ଅନ୍ୟାନ୍ୟ ସ୍ବେଚ୍ଛାସେବୀମାନେ ଉପସ୍ଥିତ ରହି ଶ୍ରମଦାନ କରିବା ସହ କାର୍ଯ୍ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ ା ନେହେରୁ ଯୁବକେନ୍ଦ୍ର ପକ୍ଷରୁ ବାବା ବାଣେଶ୍ୱର କ୍ଲବକୁ ଡଷ୍ଟବିନ ପ୍ରଦାବ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri