କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ ପହଞ୍ଚିଛି। ଅପରପକ୍ଷରେ ସୁସ୍ଥ ହୋଇ ଘରକୁ ଫେରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୨୪ ହଜାର ୫୯୫ ଛୁଇଁଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୦ରେ ପହଞ୍ଚିଛି। ବର୍ତ୍ତମାନ ସୁଦ୍ଧା କରୋନା ମୃତ୍ୟୁ ସଂଖ୍ୟା ଲକ୍ଷେ ୧୨ ହଜାର ୯୯୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୬୨ ହଜାର ୨୧୨ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୮୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ସକାଳ ୮ ସୁଦ୍ଧା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଗତ ଦେଢ଼ ମାସ ମଧ୍ୟରେ ଦେଶରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷରୁ କମରେ ପହଞ୍ଚିଥିବା ଏକ ଖୁସି ଖବର ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri