ଗର୍ଭସ୍ଥ ଶିଶୁ ଉପରେ ପ୍ରଭାବ ପକାଉଛି କରୋନା ଭାଇରସ, ବ୍ରେନ ଡେଡ ସହ ଜନ୍ମ ନେଇ ୨ ଶିଶୁ: ରିସର୍ଚ୍ଚ

ଓ୍ବାଶିଂଟନ,୯।୪: ଆମେରିକାର ମିୟାମି ବିଶ୍ୱବିଦ୍ୟାଳୟର ଗବେଷକ ଗୁରୁବାର କହିଛନ୍ତି କି ସାର୍ସ-ସିଓଭି-୨ରେ ପୀଡ଼ିତ ଦୁଇ ଜଣ ମହିଳା ଦୁଇଟି ଶିଶୁଙ୍କୁ ଜନ୍ମ ଦେଇଛନ୍ତି। ହେଲେ ଉଭୟଙ୍କ ଶିଶୁ ବ୍ରେନ ଡ୍ୟାମେଜ ସହ ଜନ୍ମ ନେଇଛନ୍ତି। କରୋନା ଯୋଗୁ ଶିଶୁଙ୍କ ବ୍ରେନ ଡ୍ୟାମେଜ ହେବା ଏହା ପ୍ରଥମ ଘଟଣା।
ମିୟାମି ବିଶ୍ୱବିଦ୍ୟାଳୟର ଗବେଷକ ଗୁରୁବାର ଏହି ସୂଚନା ଦେଇ କହିଛନ୍ତି, ସାର୍ସ-ସିଓଭି-୨ ଭାଇରସ ମହିଳାଙ୍କ ଗର୍ଭନଳୀକୁ ପାର କରି ଗର୍ଭରେ ବଢୁଥିବା ଶିଶୁଙ୍କ ବ୍ରେନକୁ ଡ୍ୟାମେଜ କରିଛି। ଆହୁରି ମଧ୍ୟ କୁହାଯାଉଛି କି ୨୦୨୦ରେ ମହାମାରୀର ଡେଲଟା ଲହର ସମୟରେ ଶିଶୁଙ୍କ ମାଆ କରୋନାରେ ସଂକ୍ରମିତ ହୋଇଥିଲେ ଓ ସେତେବେଳେ ଭ୍ୟାକ୍ସିନ ଉପଲବ୍ଧ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri