ଆଜି ୮୦୦ ତଳେ କରୋନା

ଭୁବନେଶ୍ୱର,୧ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଟିକେ କମିଛି। ସୋମବାର ରାଜ୍ୟରେ ୮୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହିଛି। ତେବେ ଆଜି ରାଜ୍ୟରୁ ୭୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୩୪ ଜଣ ଶିଶୁ ବି ଅଛନ୍ତି।

ଆଜି ସୁୁନ୍ଦରଗଡ଼ରୁ ସର୍ବାଧିକ ୧୭୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୧୩ ଏବଂ ମୟୂରଭଞ୍ଜରୁ ୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱରରୁ ୮, ବରଗଡ଼ ୩୦, ଭଦ୍ରକ ୭, ବଲାଙ୍ଗୀର ୨୮, ବୌଦ୍ଧ ୩୮, କଟକ ୨୧, ଦେବଗଡ଼ ୯, ଢେଙ୍କାନାଳ ୩, ଗଜପତି ୫, ଜଗତସିଂହପୁର ୧, ଯାଜପୁର ୧୯, ଝାରସୁଗୁଡ଼ା ୧୯, କଳାହାଣ୍ଡି ୩୭, କନ୍ଧମାଳ ୧୮, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୧୨, କୋରାପୁଟ ୪, ନବରଙ୍ଗପୁର ୨୦, ନୟାଗଡ଼ ୧୭, ନୂଆପଡ଼ା ୧୧, ପୁରୀ ୧, ରାୟଗଡ଼ରୁ ୧୧ ଏବଂ ସୋନପୁରରୁ ୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୨୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩,୧୩,୯୪୨ରେ ପହଞ୍ଚିଥିବା ବେଳେ ୧୨,୯୮,୦୧୬ ଜଣ ସୁସ୍ଥ ହୋଇଛନ୍ତି। ୬୭୩୨ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳରେ ରାସ୍ତାରୋକ

ବାଲିଆପାଳ, ୨୭।୭(ସ୍ବ.ପ୍ର.): ନାବାଳକଙ୍କ ମୃତ୍ୟୁକୁ ନେଇ ବାଲିଆପାଳ କମର୍ଦା ମୁଖ୍ୟରାସ୍ତା ଉଲୁଡ଼ା ଛକ ନିକଟରେ ଶନିବାର ସକାଳେ ରାସ୍ତା ଅବରୋଧ କରାଯାଇଛି। ମୃତଦେହ ନେଇ ଆସିଥିବା...

ପୁଣି ୪ ଦିନିଆ ରିମାଣ୍ଡରେ ଯିବେ ଜଗବନ୍ଧୁ

ଭୁବନେଶ୍ୱର,୨୪।୧୨(ବ୍ୟରୋ): ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ସ୍ବାମୀ ଜଗବନ୍ଧୁ ଚାନ୍ଦ ପୁଣି ୪ ଦିନିଆ ରିମାଣ୍ଡରେ ଯିବେ। ଶୁକ୍ରବାର ଜଗବନ୍ଧୁଙ୍କ ୯ ଦିନିଆ ରିମାଣ୍ଡ...

ମାଛଧରା ଜାଲରେ ପଡ଼ିଲା ଡଲ୍‌ଫିନ

ଭଦ୍ରକ ଅଫିସ,୧୮।୨: ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ସୋଳନ୍ଦୀ ନଦୀରେ ବୁଧବାର ସନ୍ଧ୍ୟାରେ ଜଣେ ମାଛଧରାଳିଙ୍କ ଜାଲରେ ଏକ ଡଲ୍‌ଫିନ ପଡ଼ିଛି।...

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ...

ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି

ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍‌.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା...

ଅଭିଯୁକ୍ତଙ୍କ ଉପରୁ ଉଠିଲା ଗୁପ୍ତଚରି, ବିଦେଶୀ ଲିଙ୍କ୍‌ ଦଫା

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କ ବିରୋଧରେ ଗୁପ୍ତଚରି...

ସୀମାଚଳମ୍‌ରୁ ଫେରିବାବେଳେ ଦୁର୍ଘଟଣା: ଚାଲିଗଲା ୨ ପରିବାରର ୫ ଜୀବନ

ଭୁବନେଶ୍ୱର (ବ୍ୟୁରୋ)/ ପାତ୍ରପୁର(ଡି.ଏନ୍‌.ଏ),୫।୧: ପୁଅର ମୁଣ୍ଡନ ପାଇଁ ଭୁବନେଶ୍ୱରରୁ ୨ଟି ପରିବାର ଏକ କାର୍‌ ଯୋଗେ ଆନ୍ଧ୍ରପ୍ରଦେଶ ସୀମାଚଳମ୍‌ର ଶ୍ରୀବରାହଲକ୍ଷ୍ମୀନାରାୟଣ ମନ୍ଦିରକୁ ଯାଇଥିଲେ। ଶୁକ୍ରବାର ସେଠାରେ...

ଆଜି ବସିବ ଛତିଶା ନିଯୋଗ ବୈଠକ, ରବିବାର ଜଗା ଦର୍ଶନ ଉପରେ ହୋଇପାରେ ଆଲୋଚନା

ପୁରୀ ଅଫିସ,୧୨।୩: ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ବୈଠକରେ ମହାପ୍ରଭୁଙ୍କ ଦୋଳ ପୂର୍ଣ୍ଣିମା ନୀତି ର୍ନିଘଣ୍ଟ ଉପରେ...

Advertisement
Archives

Model This Week