ପାର୍ଲାମେଣ୍ଟରେ କରୋନା ବିସ୍ଫୋରଣ: ୪୦୦ରୁ ଅଧିକ ସଂକ୍ରମିତ

ନୂଆଦିଲ୍ଲୀ,୯ ।୧: ରାଜଧାନୀ ଦିଲ୍ଲୀରେ ତାଣ୍ଡବ ରଚିଛି କରୋନା । ଏହି ସଂକ୍ରମଣ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପହଞ୍ଚିସାରିଲାଣି । ଜାନୁୟାରୀ ୬ ଓ ୭ରେ ପାର୍ଲାମେଣ୍ଟରେ କାମ କରୁଥିବା କର୍ମଚାରୀ, ସୁରକ୍ଷାକର୍ମୀଙ୍କ କରୋନା ଟେଷ୍ଟ କରାଯାଇଥିବା ବେଳେ ଏମାନଙ୍କ ମଧ୍ୟରୁ ୪୦୦ରୁ ଅଧିକଙ୍କ ରିପୋର୍ଟ ପଜିଟିଭ ଆସିଛି । ଏପଟେ ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗତ ୨୪ ଘଣ୍ଟାରେ ସଂକ୍ରମିତଙ୍କ ସଂଖ୍ୟା ଥିଲା ୧,୪୧,୯୮୬ ଏହାକୁ ନେଇ ଏବେ ଦେଶରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୭୨,୧୬୯ରେ ପହଞ୍ଚିଛି । ଅନ୍ୟପଟେ ଦୈନିକ ସଂକ୍ରମଣ ସଂଖ୍ୟାରେ ମହାରାଷ୍ଟ୍ର ସବୁଠୁ ଆଗରେ ରହିଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାଗଣାରେ ମିଳିବ କରୋନା ଟିକା: ୩ ହଜାର କୋଟି ଖର୍ଚ୍ଚ କରିବେ ମୋଦି ସରକାର !

ନୂଆଦିଲ୍ଲୀ, ୨୫।୮: ଦେଦେଶରେ କରୋନା ମହାମାରୀ ଥମିବାର ନାଁ ଧରୁନି। ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କରୋନା ଲଢ଼େଇକୁ ଜୋର୍‌ଦାର କରିଛନ୍ତି। ଲୋକଙ୍କୁ ଶସ୍ତା...

ଲକ୍ଷେ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ, ୫।୪: ଭାରତରେ ପ୍ରଥମ ଥର ପାଇଁ କରୋନା ଦୈନିକ ସଂକ୍ରମଣ ୧ ଲକ୍ଷ ଅତିକ୍ରମ କରିଛି। ରବିବାର ରାତି ୧୨ଟା ସୁଦ୍ଧା ଗୋଟିଏ ଦିନର...

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀଙ୍କ କାର୍‌କୁ ଧକ୍କା ଦେଲା ଡମ୍ପର

ମୁମ୍ବାଇ,୨୦।୧: ମହାରାଷ୍ଟ୍ରର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ଶିବସେନା ନେତା ଦୀପକ ସାୱନ୍ତ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ସମ୍ମୁଖୀନ ହୋଇଛନ୍ତି। ମୁମ୍ବାଇର ଘୋଡବନ୍ଦର ରାଜପଥରେ ତାଙ୍କ...

ଦେଶର ପ୍ରଥମ ମୁସଲମାନ ମହିଳା ଭାବେ ଯୁଦ୍ଧ ବିମାନ ପାଇଲଟ ହେବେ ସାନିଆ ମିର୍ଜା

ଲକ୍ଷ୍ନୌ,୨୩।୧୨: ଯଦି କିଛି କରିବାକୁ ମନରେ ଆଗ୍ରହ ଅଛି, ତେବେ ଦୁନିଆରେ କିଛି ଅସମ୍ଭବ ନୁହେଁ। ଉତ୍ତରପ୍ରଦେଶର ମିର୍ଜାପୁର ଜିଲାର ଏକ ଛୋଟ ଗାଁର ବାସିନ୍ଦା...

ହୋର୍ଡିଂ ପଡ଼ି ମୃତ୍ୟୁ ଘଟଣା: ସମ୍ପୃକ୍ତ ନେତାଙ୍କ ବିରୋଧରେ ମାମଲା ରୁଜୁ

ଚେନ୍ନାଇ,୧୫।୯: ରାସ୍ତା କଡରେ ଲାଗିଥିବା ବେଆଇନ ହୋର୍ଡିଂ ଯୋଗୁ ଜଣେ ୨୩ ବର୍ଷୀୟା ଯୁବତୀଙ୍କ ଜୀବନ ଯାଇଛି। ଚେନ୍ନାଇରେ ଘଟିଥିବା ଏହି ଘଟଣା ପରେ ସମ୍ପୃକ୍ତ...

ଆତଙ୍କବାଦକୁ ମିଳୁଛି ସୀମାପାର ସମର୍ଥନ: ଯେକୌଣସି ସ୍ଥିତିର ମୁକାବିଲା ଲାଗି ସେନା ପ୍ରସ୍ତୁତ: ସେନାମୁଖ୍ୟ…

ନୂଆଦିଲ୍ଲୀ,୧୨।୧ : ସେନା ଦିବସ ପୂର୍ବରୁ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରେ ଫେବୃଆରୀ ୨୦୨୧ ଠାରୁ ଅସ୍ତ୍ରବିରତି ଜାରି ରହିଛି।...

ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ

ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର...

ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ ସରକାର ୬ ମାସରୁ ଅଧିକ ଦିନ ତିଷ୍ଠି ପାରିବନି:ଫଡନବୀଶ

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଜାରି ହୋଇଥିଲେ ମଧ୍ୟ ସରକାର ଗଠନ ନେଇ ଆଲୋଚନା ଜାରି ରହିଛି। ଯଦି ଶିବସେନା, ଏନସିପି ଏବଂ କଂଗ୍ରେସ ମିଳିତ...

Advertisement
Archives

Model This Week