ପୁଣି ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୭ ଦିନ ଧରି ଦେଶରେ ଚିହ୍ନଟ ହେଉଥିବା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷରୁ ଅଧିକ ରହିଛି। ୨୧ ରୁ ୨୬ ଏପ୍ରିଲ୍‌ ମଧ୍ୟରେ ଗତ ୭ ଦିନ ମଧ୍ୟରେ ୨୪ ଲକ୍ଷରୁ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୦ ହଜାର ୯୬୦ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତିମଧ୍ୟରେ ଦେଶରେ ୨୮ କୋଟି ୨୭ ଲକ୍ଷ ୩ ହଜାର ୭୮୯ ଜଣଙ୍କ ନମୁନା ପରୀକ୍ଷା ଶେଷ ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଆନ୍ଦୋଳନ ଭିତରେ ବଡ଼ ଖବର: କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ମାନିନେଲେ ୨ ଦାବି…

ନୂଆଦିଲ୍ଲୀ,୨୧।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ପ୍ରଦର୍ଶନ ମଧ୍ୟରେ ମଙ୍ଗଳବାର ଦିନ ବହୁ ସଂଖ୍ୟାରେ ଭାରତ-ଆମେରିକା ମଧ୍ୟରେ ପ୍ରସ୍ତାବିତ ଟ୍ରେଡ୍ ଡିଲ୍ (ବ୍ୟବସାୟିକ ଚୁକ୍ତି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri