୧୦୦ ଦିନ ମଧ୍ୟରେ ପୁଣି ଥରେ ସୁସ୍ଥ ଆକ୍ରାନ୍ତଙ୍କୁ ହୋଇପାରେ କରୋନା ସଂକ୍ରମଣ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ, ୧୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି ଯେ, କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ୧୦୦ ଦିନ ମଧ୍ୟରେ ପୁଣି ଥରେ ସଂକ୍ରମଣ ହେବାର ଆଶଙ୍କା ରହିଛି। ଦେଶରେ ଇତିମଧ୍ୟରେ ଏଭଳି ୩ଟି ଘଟଣା ଘଟିଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଆଇସିଏମ୍‌ଆର୍‌ ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି। ସେହିପରି ପୃଥିବୀରେ ଏଭଳି ୨୪ଟି ଘଟଣା ନଜରକୁ ଆସିଛି। ମୁମ୍ବାଇରେ ୨ଜଣ ଏଭଳି ଆକ୍ରାନ୍ତ ଥିବାବେଳେ ଅହମଦାବାଦରେ ଜଣେ ରହିଛନ୍ତି। ପ୍ରଥମ ସଂକ୍ରମଣ ତୁଳନାରେ ଦ୍ୱିତୀୟ ଥର ଆକ୍ରାନ୍ତ ହେଲେ ଗୁରୁତର ଲକ୍ଷଣ ପ୍ରକାଶ ପାଇବାର ଯଥେଷ୍ଟ ଆଶଙ୍କା ଥିବା ଲାସେଣ୍ଟ୍‌ ଇନଫେକ୍‌ସିଅସ୍‌ ଡିଜିଜ୍‌ ପତ୍ରିକାରେ ଏକ ରିପୋର୍ଟ ପ୍ରକାଶ ପାଇଛି। ଆମେରିକାରେ ଏଭଳି ଅଧିକ ଆଶଙ୍କା ରହିଥିବା ରିପୋର୍ଟରେ କୁହାଯାଇଛି। ସେହିପରି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି ଯେ, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ୯୦ରୁ ୧୦୦ ଦିନ ମଧ୍ୟରେ ଦ୍ୱିତୀୟ ଥର ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ସୂଚନାଯୋଗ୍ୟ,ଏଭଳି ଘଟଣା ପ୍ରଥମେ ହଂଙ୍କରେ ମାର୍ଚ୍ଚରେ ଦେଖିବାକୁ ମିଳିଥିଲା। ୩୩ ବର୍ଷ ବୟସ୍କା ଜଣେ ମହିଳା ସୁସ୍ଥ ହେବାର ୪ ମାସ ପରେ ପୁଣି ଥରେ କରୋନାରେ ଆକ୍ରାନ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?