ଚାଇନାରେ କରୋନା ସୁନାମୀ: ଗୋଟିଏ ଦିନରେ ୨୦ହଜାରରୁ ଅଧିକ ଓମିକ୍ରନ୍ ସଂକ୍ରମିତ

ବେଜିଂ,୩୦ ।୪: କରୋନା ମହାମାରୀ ପୁଣିଥରେ ଚାଇନାର ଚିନ୍ତାକୁ ବଢାଇ ଦେଇଛି । ଚାଇନାର ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏବେ ଚାଇନାରେ ଓମିକ୍ରନର ସୁନାମୀ ଦେଖାଦେଇଛି । ଶୁକ୍ରବାର ଦେଶରେ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରଯାଇଛି । ଚାଇନାର ସବୁଠାରୁ ବଡ ସହର ସାଂଘାଇରେ ୩ ସପ୍ତାହରୁ ଅଧିକ ସମୟ ହେବ ଲକଡାଉନ ଜାରି ରହିଛି । ଏହାସହ ଏଠାରେ ହାଇ ରିସ୍କ ଏରିଆ ବଢିବାରେ ଲାଗିଥିବା ବେଳେ ରାଜଧାନୀ ବେଜିଂରେ ୨୧ ମିଲିୟନରୁ ଅଧିକ ଲୋକ ତୃତୀୟ ନ୍ୟୁକ୍ଲିକ ଏସିଡ ଟେଷ୍ଟ କରିଛନ୍ତି । ବେଜିଂରେ ସମସ୍ତ ନାଗରିକଙ୍କ ପାଇଁ ସାର୍ବଜନିକ ସ୍ଥାନରେ ପ୍ରବେଶ କରିବା ପାଇଁ ୪୮ ଘଣ୍ଟା ଭିତରେ କରାଯାଇଥିବା ଏକ ନେଗେଟିଭ କୋଭିଡ ଟେଷ୍ଟ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri