CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୫୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ କ୍ୱାରାଣ୍ଟାଇଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୬ ଲୋକାଲ କେସ୍‌ ରହିଛି।
ନୂଆ ୫୭୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧୧, ବାଲେଶ୍ୱର ୩, ଭଦ୍ରକ ୨, ବୌଦ୍ଧ ୩, କଟକ ୪୬, ଗଜପତି ୨୫, ଜଗତ୍‌ସିଂହପୁର ୧୬, ଯାଜପୁର ୪୦, ଝାରସୁଗୁଡ଼ା ୩୧, କେନ୍ଦ୍ରାପଡ଼ା ୬, କେନ୍ଦୁଝର ୧୪, ଖୋର୍ଦ୍ଧା ୩୭, କୋରାପୁଟ ୧୧, ମୟୂରଭଞ୍ଜ ୧୦, ନୟାଗଡ଼ ୩୭, ପୁରୀ ୧୫, ସମ୍ବଲପୁର ୧, ସୁନ୍ଦରଗଡ଼ ୪୪।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୫୨୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪,୪୭୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୭,୯୭୨ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗ ନଦୀ ବନ୍ୟା ପାଣି ଘେରରେ ଦିଗଶିରା ଗ୍ରାମ, ବ୍ରିଜରେ କାମ କରୁଥିବା ବେଳେ ଫସିଥିବା ୨୦ ଶ୍ରମିକ ଉଦ୍ଧାର

ଡୁଙ୍ଗୁରିପାଲି, ୨୯।୭(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଦିଗଶିରା ଗ୍ରାମ ବର୍ତ୍ତମାନ ଅଙ୍ଗ ନଦୀର ବନ୍ୟା ପାଣି ଘେରରେ ରହିଛି। ଉପରମୁଣ୍ଡରେ ଲଘୁଚାପ ଜନିତ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

ଭୀଷ୍ମଗିରି କଲେଜରେ ଗୁରୁ ପୂର୍ଣ୍ଣିମା ଉତ୍ସବ, ଭାରତୀୟ ସଂସ୍କୃତି ଆଧାରରେ…

ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜରେ ବୁଧବାର ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳନ କରାଯାଇଥିଲା। କଲେଜ…

୨ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଦାରିଙ୍ଗବାଡିରୁ ଉଠାଇଲା ମୁମ୍ବାଇ ପୋଲିସ

ଦାରିଙ୍ଗବାଡି,୨୯।୭(ଅରୁଣ ସାହୁ): କନ୍ଧମାଳ ଜିଲାରୁ ଗଞ୍ଜେଇ ଚୋରାଚାଲାଣ ଏବେ ଆଉ କେଵଳ ରାଜ୍ୟ ମଧ୍ୟରେ ସିମିତ ହୋଇ ରହିନାହିଁ । କନ୍ଧମାଳରୁ ବିଭିନ୍ନ ରାଜ୍ୟକୁ ଗଞ୍ଜେଇ ଚାଲାଣ…

କେଉଁ ବୋଲରଙ୍କୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ? ଜାଡେଜା କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୯।୭: ଟିମ୍ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ସମ୍ପୂର୍ଣ୍ଣ ଫିଟ୍ ହୋଇ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦିନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହି…

ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ

କେନ୍ଦୁଝର,୨୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ହରିଚନ୍ଦନପୁରରେ ଏକ ଅଭାବନୀୟ ଦେଖିବାକୁ ମିଳିଛି । ଜଣେ ୨୧ ବର୍ଷୀୟ ଯୁବକଙ୍କ ହାଇଡ୍ରାମା ବର୍ତ୍ତମାନ ଚର୍ଚ୍ଚାର ବିଷୟ…

କାଲିଠୁ ଶ୍ରାବଣ ଆରମ୍ଭ: ପ୍ରଥମ ଦିନରେ କରନ୍ତୁ ଏହି ୩ ସହଜ କାମ, ମହାଦେବଙ୍କ କୃପାରୁ ଚମକିବ ଭାଗ୍ୟ!

ହିନ୍ଦୁ ଧର୍ମରେ ଶ୍ରାବଣ ମାସକୁ ଦେବଦେବ ମହାଦେବଙ୍କ ଆରାଧନା ପାଇଁ ସବୁଠାରୁ ପବିତ୍ର ଓ ଗୁରୁତ୍ୱପୂର୍ଣ୍ଣ ମାସ ଭାବେ ବିବେଚନା କରାଯାଏ। ଚଳିତ ବର୍ଷ ଜୁଲାଇ ୩୦…

ଆଶ୍ଚର୍ଯ୍ୟ ହେଲେବି ସତ, ଏହି ରାଜ୍ୟରେ ୭ ହଜାର ଛାତ୍ର HIV ପଜିଟିଭ୍

ବେଙ୍ଗାଲୁରୁ,୨୯।୭: କର୍ନାଟକରୁ ଏପରି ଏକ ରିପୋର୍ଟ ସାମ୍ନାକୁ ଆସିଛି, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି । ୧୮ ରୁ ୨୫ ବର୍ଷ ବୟସର ପ୍ରାୟ ୭ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri