CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୯୩ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୦୯ ଲୋକାଲ କେସ୍‌ ରହିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୮ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨,୭୩୭ଟି ଆକ୍ଟିଭ କେସ ରହିଥିବା ବେଳେ ୨୦,୫୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୨୮୭୦୮ଟି ସାମ୍ପୁଲ ଟେଷ୍ଟ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri