CORONAVIRUS UPDATE: ରାଜ୍ୟରେ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ; ୪୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଶନିବାର ୨୮ ଜିଲାରୁ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୮ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୨୫ ଲୋକାଲ କେସ୍‌ ରହିଛି। ଆଜି ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲାରୁ ସମାନ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛନ୍ତି। ଏହି ୨ ଜିଲାରେ ୨୭୪ ଜଣ ଲେଖାଏ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୪,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫,୧୮୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୮,୬୪୭ ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri