କରୋନା ବଦଳାଇଲା ନିୟମ: ବ୍ରସେଲ୍ସ ସମ୍ମିଳନୀରେ ହାତ ବଦଳରେ ପରସ୍ପରଙ୍କୁ କହୁଣୀରେ ଜଣାଇଲେ ଅଭିବାଦନ

ବ୍ରସେଲ୍ସ,୧୮।୭: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ସାରା ଦେଶରେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। କରୋନା ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶର ସରକାରଙ୍କ ପାଇଁ ଏବେ ଚିନ୍ତାର ବିଷୟ ହୋଇଥିବା ବେଳେ ଏହା ଏକ ଚ୍ୟାଲେଞ୍ଜ ପାଲଟିଛି। କରୋନା ଯୋଗୁ ସାମାଜିକ କାର୍ଯ୍ୟ, ଜନସମାବେଶ ଆଦି ବନ୍ଦ ରହିଥିବା ବେଳେ ନୀତି ପରମ୍ପରାରେ ମଧ୍ୟ ପରିବର୍ତ୍ତନ ଆସିଛି। ଏହି କରୋନା କାଳରେ ଲୋକମାନେ ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ପରସ୍ପର କୋଳାଗ୍ରତ କି ଆଉ ହାତ ମିଳାଇ ଅଭିବାଦନ କରୁନାହାନ୍ତି। କିଛି ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ବ୍ରାଜିଲର ରାଜଧାନୀ ବ୍ରସେଲ୍ସ ସମ୍ମିଳନୀରେ।

ଇୟୁ ସମିଟରେ ୨୭ଟି ୟୁରୋପିୟନ ଦେଶରୁ ଆସିଥିବା ନେତାମାନେ ପରସ୍ପର ମଧ୍ୟରେ ହାତ ମିଳାଇବା ବଦଳରେ କହୁଣୀକୁ କହୁଣୀ ମିଳାଇଥିବା ଦେଖିବାକୁ ମିଳିଛି। ଏହାର ଏଭ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ ସୁରକ୍ଷା ଦୃଷ୍ଟିରୁ ଉକ୍ତ ସମ୍ମିଳନୀରେ ଯୋଗେଦେଇଥିବା ନେତାମାନେ ମାସ୍କ ପିନ୍ଧିବା ସହ ସଂକ୍ରମଣରୁ ଦୂରେଇ ରହିବା ଉଭୟ ନେତାମାନେ ନିକଟକୁ ଯାଇ କହୁଣୀ ଦ୍ୱାରା ପରସ୍ପରଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମିଟରେ ଜର୍ମାନର ଚାନ୍ସଲର ଏଞ୍ଜେଲା ମାର୍କେନ ଓ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍‌ ମାକ୍ରୋନ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri