ଗଞ୍ଜାମ ଜିଲାରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା : ଆଜି ୨ ମୃତ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଥମିବାରେ ନାଁ ନେଉନାହିଁ। ପୁଣି ଜିଲାରେ ଆଉ ୨ ଜଣଙ୍କ କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରେ ୭୯ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ ୩୨୭ ଜଣଙ୍କ ପ୍ରାଣ ଯାଇଛି। ଜିଲାରେ ରବିବାର ଆଉ ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ଶ୍ରୀମନ୍ଦିର ସେବାୟତଙ୍କୁ ବଣ୍ଟାଗଲା ହୋମିଓପାଥି ଔଷଧ

ପୁରୀ ଅଫିସ, ୯ା୬: ସେବାୟତଙ୍କ ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେମାନଙ୍କୁ ହୋମିଓପାଥି ଔଷଧ ପ୍ରଦାନ ଲାଗି ନିଷ୍ପତ୍ତି ହୋଇଥିଲା।...

ଜଙ୍ଗଲରେ ଖଞ୍ଜା ଯାଇଥିଲା ବମ୍‌, ଗିଳିଦେଲା ବଳଦ; ଆଉ ତା’ ପରେ…

ପରଜଙ୍ଗ,୪।୨(ଡି.ଏନ୍‌.ଏ.): ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ଖଞ୍ଜା ଯାଇଥିବା ବମ୍‌ ଖାଇ ଗୋଟିଏ ବଳଦ ଗୁରୁତର ହୋଇପଡ଼ିଛି। ଘଟଣାଟି ଘଟିଛି ଢେଙ୍କାନାଳ ବନଖଣ୍ଡ ମହାବିରୋଡ୍‌ ରେଞ୍ଜ...

ଠିଆ ହୋଇଥିବା ବସ୍‌ରେ ହଠାତ୍‌ ଲାଗିଗଲା ନିଆଁ

କେନ୍ଦୁଝର,୨୭।୧(ସ୍ବ.ପ୍ର.): କେନ୍ଦୁଝର ସହର ମାଇନିଂ ରୋଡ୍‌ ଏଲ୍‌ଆଇସି କଲୋନୀରେ ଠିଆ ହୋଇଥିବା ଏକ ବସ୍‌ରେ ନିଆଁ ଲାଗି ଯିବାରୁ ପୋଡ଼ିଯାଇଛି। ଖବର ପାଇ ଦମକଳ ବାହିନୀ...

ରାତିରେ ଚାଲିଥିଲା ଯୋଜନା, କରିଥାନ୍ତେ ବଡ଼ ଧରଣର ଚୋରି; ଏମିତି ପଡିଲେ ଧରା…

ବାଲେଶ୍ୱର ଅଫିସ,୧୬।୭: ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଉତ୍ତରପଡ଼ା ଗ୍ରାମରେ ଚୋରି ଉଦ୍ୟମକରି ଜଣେ ଯୁବକ ଧରାପଡ଼ିଛନ୍ତି। ଚନ୍ଦ୍ରକାନ୍ତ ପାଳ ନାମକ ଜଣେ ଯୁବକ ୪...

ଗଞ୍ଜାମରେ ସବୁ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର ଅଫିସ, ୧୩।୪: ଗଞ୍ଜାମ ଜିଲାର ସମସ୍ତ ଧର୍ମାନୁଷ୍ଠାନକୁ ୭ ଦିନ ପାଇଁ ବନ୍ଦ ଘୋଷଣା କରାଯାଇଛି। ବୁଧବାରଠୁ ୨୧ ତାରିଖ ଯାଏ ସବୁ ଧର୍ମାନୁଷ୍ଠାନ...

ପୁଣି ଫାଟିଲା ପାଉଁଶ ପାଇପ୍‌

ଝାରସୁଗୁଡ଼ା ଅଫିସ,୧୧ା୪: ଝାରସୁଗୁଡ଼ାସ୍ଥିତ ଓଡ଼ିଶା ବିଦ୍ୟୁତ୍‌ ଉତ୍ପାଦନ ନିଗମ (ଓପିଜିସି)ର ଇବ୍‌ଥର୍ମାଲ ପ୍ରକଳ୍ପରୁ ନିର୍ଗତ ହେଉଥିବା ତରଳ ବର୍ଜ୍ୟବସ୍ତୁ ପାଉଁଶ ପାଇପ୍‌ ଦ୍ୱିତୀୟଥର ପାଇଁ ଫାଟିଯାଇଛି।...

ଆଚରଣବିଧି ଉଲ୍ଲଂଘନ ଅଭିଯୋଗ

ଆସିକା,୧୧ା୩ (ଡି.ଏନ.ଏ.)- ଆସିକା ଏନଏସିରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଭାଜପା ଆସିକା ନଗର ମଣ୍ଡଳ ପକ୍ଷରୁ ଅଭିଯୋଗ...

ଶ୍ରୀମନ୍ଦିରରେ ଡ୍ରେସ୍‌ କୋଡ୍‌କୁ ନେଇ ଚର୍ଚ୍ଚା

ପୁରୀ ଅଫିସ, ୧୪ା୧୦: ଶ୍ରୀମନ୍ଦିର ଭିତରକାଠ ଆଗକୁ ଯିବା ପାଇଁ ପ୍ର୍ରତ୍ୟେକ ବ୍ୟକ୍ତିଙ୍କୁ ପାରମ୍ପରିକ ବେଶପୋଷାକ ପରିଧାନ କରିବାକୁ ପଡ଼ିବ। ସେବାୟତ, ଶ୍ରୀମନ୍ଦିର କର୍ମଚାରୀ କିମ୍ବା...

Advertisement
Archives

Model This Week