ଇନ୍ଦୋରରେ ବଢ଼ିଲା କରୋନା କର୍ଫ୍ୟୁ

ଇନ୍ଦୋର,୧୭।୫: କରୋନା କଟକଣା ଯୋଗୁ ଦୈନିକ ସଂକ୍ରମଣ ହ୍ରାସ ପାଉଥିବାରୁ ମଧ୍ୟପ୍ରଦେଶ ଇନ୍ଦୋରରେ ମେ’ ୨୯ଯାଏ କରୋନା କର୍ଫ୍ୟୁ ଅବଧିକୁ ବଢ଼ାଇ ଦିଆଯାଇଛି। ଏନେଇ ସୋମବାର ଜିଲାପାଳ ମନୀଷ ସିଂହ ଘୋଷଣା କରିଛନ୍ତି। କରୋନା କର୍ଫ୍ୟୁ ପାଇଁ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି, ଯେଉଁଥିରେ କେତେକ କଟକଣା ଉପରେ କୋହଳ କରାଯାଇଛି। ଏହି ନୂଆ ଗାଇଡ୍‌ଲାଇନ ଅନୁସାରେ ରାଶନ ଓ ପନିପରିବା, ଫଳ ଦୋକାନ ଆଦି ପୂର୍ବଭଳି ସୋମବାରରୁ ଶୁକ୍ରବାର ଯାଏ ସକାଳ ୬ଟାରୁ ୧୨ଟା ପର୍ଯ୍ୟନ୍ତ ଖୋଲାରହିବ। ହେଲେ ହୋମ୍‌ ଡେଲିଭରିକୁ ଅଧିକ ଗୁରୁତ୍ୱ ଦେବା ପାଇଁ ଦୋକାନୀମାନଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଡାଏରୀକୁ ସକାଳ ୬ଟାରୁ ୧୦ଟା ଓ ସନ୍ଧ୍ୟା ୫ଟାରୁ ୭ ଯାଏ ଖୋଲାରଖାଯିବ। ଅନ୍ୟପଟେ ଭୋପାଳ ସହିତ ଜବଲପୁର ଓ ଗ୍ବାଲିୟରରେ ମଧ୍ୟ କରୋନା କର୍ଫ୍ୟୁ ଅବଧି ବଢ଼ାଇ ଦିଆଯାଇଛି। ଭୋପାଳରେ ମେ’୨୪, ଜବଲପୁରରେ ମେ’୩୧ ଓ ଗ୍ବାଲିୟରରେ ମେ’୩୦ ଯାଏ କରୋନା କର୍ଫ୍ୟୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷରେ ସନ୍ନ୍ୟାସିନୀ

ସୁରଟ,୨୫।୪ : ଖେଳିବା ବୁଲିବା ବୟସରେ ଗୁଜରାଟ ଅହମଦାବାଦର ୮ ବର୍ଷୀୟା ଆଙ୍ଗି ବାଗ୍ରେଚ୍‌ ସନ୍ନ୍ୟାସିନୀ ହୋଇଛନ୍ତି। ଦ୍ୱିତୀୟ ଶ୍ରେଣୀରେ ପଢ଼ୁଥିବା ଆଙ୍ଗି ରବିବାର ସୁରଟରେ...

ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ…

ଆଗ୍ରା,୧୪ା୨: ସୋମବାର ଭାଲେଣ୍ଟାଇନ୍ସ୍‌ ଡେ’କୁ ରାସ୍ତା ମଝିରେ ଫାଶୀ ଦିଆଯାଇଛି। ଉତ୍ତରପ୍ରଦେଶ ଆଗ୍ରାରେ କେତେକ ପ୍ରଦର୍ଶନକାରୀ ଭାଲେଣ୍ଟାଇନ୍ସ୍‌ ଡେ’ର କୁଶ ପୁତ୍ତଳିକାକୁ ଏଭଳି ଦଣ୍ଡ ଦେଇଛନ୍ତି।...

ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି

ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ...

କରୋନା କବଳରେ ୧୦ ମାସର ଭାରତୀୟ ଶିଶୁ

ବେଙ୍ଗାଲୁରୁ,୨୭।୩: ଡରାଉଛି କରୋନା। ଏହି ମାହାମାରୀ ଏବେ ସାରା ବିଶ୍ୱକୁ ଥରାଇ ଦେଇଥିବା ବେଳେ ବହୁ ଶକ୍ତିଶାଳୀ ଦେଶ ମଧ୍ୟ କରୋନା ପାଖରେ ଏକ ପ୍ରକାର...

ସାନ ଭାଇଙ୍କୁ ଦେଖାଇ ବଡ଼ଙ୍କ ସହ କଲେ ବାହାଘର, ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ ଶାଶୁ କରୁଥିଲେ ବାଧ୍ୟ

ଲକ୍ଷ୍ନୌ,୧୦।୧: ଉତ୍ତରପ୍ରଦେଶର ଗାଜିଆବାଦରେ ଅନନ୍ୟ ବିବାହର ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ମଧ୍ୟସ୍ଥି ସାନ ଭାଇକୁ ଦେଖାଇ ଜଣେ କନ୍ୟାଙ୍କର ବଡ଼ଙ୍କ ସହ ବିବାହ...

ସାଇକ୍ଲୋନ ବିପର୍ଯ୍ୟୟ: ୨ଜଣଙ୍କର ମୃତ୍ୟୁ, ୯୪୦ରୁ ଅଧିକ ଗାଁ ଅନ୍ଧାରରେ ବୁଡିଛି

ଗାନ୍ଧୀନଗର,୧୬।୬: ଆରବସାଗରରେ ସୃଷ୍ଟି ଅତି ଭୀଷଣ ବାତ୍ୟା ବିପର୍ଯ୍ୟୟ ଗୁରୁବାର ରାତିସାରା ନିଜର କରାଳ ରୂପ ଦେଖାଇଛି। ଦ୍ୱାରକା ଏବଂ ମୋର୍ବିରେ ବହୁ ସଂଖ୍ୟକ ଗଛ...

କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୯(ବ୍ୟୁରୋ) : ଡିଆରଡିଓ ବୈଜ୍ଞାନିକ ଏବଂ ଭାରତୀୟ ସେନା ପକ୍ଷରୁ ଗୁରୁବାର ସଫଳତାର ସହ କ୍ୟୁଆରଏସଏଏମ୍‌ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷଣ...

ଭାରତୀୟ ସେନାଙ୍କ ହାତରେ ଅତ୍ୟାଧୁନିକ ରାଇଫଲ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୭।୧୦: ଭାରତୀୟ ସେନାଙ୍କ ହାତରେ ଏବେ ସିଗ୍‌ ସୌସର ଆସଲ୍ଟ ରାଇଫଲ ରହିବ। କେନ୍ଦ୍ର ସରକାର ୭୨ ହଜାର ୫୦୦ଟି ରାଇଫଲ କିଣିବା ପ୍ରସ୍ତାବକୁ...

Advertisement
Archives

Model This Week