ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଏବଂ କଟକ ଜିଲାରୁ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କେନ୍ଦ୍ରାପଡ଼ାରୁ ୨ ଜଣ ଏବଂ ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୧,୭୧୩ରେ ପହଞ୍ଚିଥିବା ବେଳେ ୧,୯୮,୧୯୪ ଜଣ ସୁସ୍ଥ ହୋଇଛନ୍ତି। ୩,୫୫୯ ଜଣ ଚିକିତ୍ସିତ ହେଉଛନ୍ତି। ୯୦୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେଲା ଏଲପିଜ-ତୈଳ ସଙ୍କଟ! କିଛି ଘଣ୍ଟା ମଧ୍ୟରେ ହର୍ମୁଜରୁ ଆସିବ ଖୁସି ଖବର…

ନୂଆଦିଲ୍ଲୀ,୨୪।୫: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ନୂଆଦିଲ୍ଲୀରୁ ଭାଷଣ ଦେଇ ସେ ଘୋଷଣା କରିଛନ୍ତି ଯେ…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩…

ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକଙ୍କୁ ନୂଆ ଆଇନ ବିଷୟରେ ସଚେତନ

ଭଞ୍ଜନଗର,୨୪ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତାଲୁକ ଆଇନ ସେବା କମିଟି ପକ୍ଷରୁ ରବିବାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଦଦରାଲୁଣ୍ଡାରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି: ୨ ମୃତ, ୩୦ ରୁ ଅଧିକ ଅସୁସ୍ଥ

ହେମଗିର, ୨୪।୫ (ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲାର ହେମଗିର ବ୍ଲକ ଅନ୍ତର୍ଗତ ନୂଆଡିହି ଗ୍ରାମରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗାଁର ୩୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ…

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri