ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି।
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...
ନୋଏଡା,୧୮।୧୨: ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦେହାନ୍ତ ହୋଇଛି। ସେ ପ୍ରାୟ ୧୦୦ ବର୍ଷ ବୟସରେ ନୋଏଡାର ସେକ୍ଟର ୧୯ସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ...
ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...
ନୂଆଦିଲ୍ଲୀ,୧୮ା୧୨: ଦିଲ୍ଲୀରେ ପ୍ରତିବର୍ଷ ଶୀତଦିନେ ବାୟୁ ପ୍ରଦୂଷଣ ଏକ ସାଧାରଣ ସମସ୍ୟା ପାଲଟିଛି। ବିଷାକ୍ତ ବାୟୁ, ଘନ କୁହୁଡ଼ି ଏବଂ ଶ୍ୱାସକ୍ରିୟା ଜନିତ ରୋଗରେ ଦିଲ୍ଲୀବାସୀ...
ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...
ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...
କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...
କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍ସ୍ଥିତ ନିର୍ମଳା କନ୍ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...
