ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି।
ତେବେ ୧୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୩ଜଣ ରହିଥିବା ବେଳେ କେନ୍ଦୁଝର-ମୟୂରଭଞ୍ଜ-ନୂଆପଡ଼ା-ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ, ବରଗଡ଼-ଗଞ୍ଜମେ- ସମ୍ବଲପୁରରୁ ୧ ଲେଖାଏ ମୃତକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ବିବାଦ ପରେ ମୁହଁ ଖୋଲିଲେ ପୂର୍ବତନ ସେନାମୁଖ୍ୟ: ”ଏହା ହିଁ ବହିର…”

ନୂଆଦିଲ୍ଲୀ,୧୦।୨: ନିଜର ଅପ୍ରକାଶିତ ବହିକୁ ନେଇ ବିବାଦ ଜୋର ଧରିବା ପରେ ମୁହଁ ଖୋଲିଛନ୍ତି ପୂର୍ବତନ ସ୍ଥଳସେନା ମୁଖ୍ୟ ଜେନେରାଲ ଏମ୍.ଏମ୍. ନରଭାଣେ। ତାଙ୍କର ଏହି ଆତ୍ମଜୀବନୀ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri