ରାଜ୍ୟରେ ଆଉ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି।
ତେବେ ୧୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୩ଜଣ ରହିଥିବା ବେଳେ କେନ୍ଦୁଝର-ମୟୂରଭଞ୍ଜ-ନୂଆପଡ଼ା-ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ, ବରଗଡ଼-ଗଞ୍ଜମେ- ସମ୍ବଲପୁରରୁ ୧ ଲେଖାଏ ମୃତକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍କାରୀ, ରାହାଡପୁର ଖାଦାନରେ ରାଜସ୍ବ ବିଭାଗ ଅତିରିକ୍ତ ଶାସନ ସଚିବ: ‘ବେଆଇନ ଖନନକୁ ପ୍ରଶ୍ରୟ ଦିଆଯିବ ନାହିଁ’

ଧର୍ମଶାଳା/ଚଢ଼େଇଧରା,୫ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନସ୍ଥ ଡଙ୍କାରୀ ଓ ରାହାଡପୁର ଖାଦାନରେ ବୁଧବାର ରାଜସ୍ବ ବିଭାଗର ଅତିରିକ୍ତ ଶାସନ ସଚିବ ବିଭୂତି ଭୂଷଣ ଦାସ...

ଲମ୍ବୁଛି ଚୋରା କୋଇଲା ଚେର

ଅନୁଗୋଳ ଅଫିସ, ୬ା୪ ଅନୁଗୋଳ ଜିଲାରେ ଲମ୍ବୁଛି ଚୋରା କୋଇଲା କାରବାର ଚେର। ବିଶେଷକରି ତାଳଚେର ଓ ଛେଣ୍ଡିପଦା ବ୍ଲକରେ ଥିବା ବିଭିନ୍ନ ଖଣିରୁ ଚୋରାରେ...

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇବା ଘଟଣା : ପୋଲିସ ଉପସ୍ଥିତିରେ ଖୋଲାଗଲା କାର୍ଯ୍ୟାଳୟ

ପୁରୁଣା ଭୁବନେଶ୍ୱର,୧।୧୧(ଡି.ଏନ.ଏ.) : ବୁଧବାରଠାରୁ ଏକ ଦାବିକୁ ନେଇ ପୂଜାପଣ୍ଡା ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ସେବାୟତ ବିରଞ୍ଚତ୍ ନାରୟଣ ପତି କାର୍ଯ୍ୟନିର୍ବାହୀ...

ମଦ ବିରୋଧରେ ମହିଳା ଗୋଷ୍ଠୀ ଥାନାର ଦ୍ୱାରସ୍ଥ

ବଙ୍ଗୋମୁଣ୍ଡା, ୧୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ କଁସିଲ ଗଁ।ରେ ଚାଲିଛି ଅବାଧ ମଦ କାରବାର। ଏ ନେଇ ବିଭିନ୍ନ ସମୟରେ ଗ୍ରାମବାସୀ ଦାବି...

ତାଲିକାରେ ନାଁ ଅଛି, ମିଳୁନି ଆବାସ

ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି...

ଆଜି ଛାଡ଼ଖାଇ: ଆମିଷ ବଜାରରେ ପ୍ରବଳ ଭିଡ

ଭୁବନେଶ୍ୱର,୧୩।୧୧: ଆଜି ରାଜ୍ୟରେ ଛାଡଖାଇ ପାଳନ କରାଯାଉଛି। ଗତ ଏକ ମାସ ହେବ ନିରାମିଷ ଭୋଜନ କରିଥିବା ଲୋକେ ଆଜି ଆମିଷ ଖାଇବେ। ଏନେଇ ଆମିଷ...

ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ

ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି...

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ପୁରୀ ଅଫିସ, ୧୩ା୮: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା...

Advertisement
Archives

Model This Week