ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ଘଣ୍ଟାରେ ୨୮୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକ ଜଣଙ୍କ ହେଉଛନ୍ତି ଭୁବନେଶ୍ୱରର ୭୩ ବର୍ଷିୟ ମହିଳା। ସେ କିଡନୀ, ଲିଭର ରୋଗରେ ପୀଡିତ ଥିଲେ।