ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଖୋର୍ଦ୍ଧା, କଟକ, ପୁରୀ, ସମ୍ବଲପୁର, କନ୍ଧମାଳ ଏବଂ ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩,୨୧୪ରେ ପହଞ୍ଚିଥିବା ବେଳେ ୨,୭୭,୫୬୪ ଜଣ ସୁସ୍ଥ ହୋଇଛନ୍ତି। ୧୪,୨୫୭ ଜଣ ଚିକିତ୍ସିତ ହେଉଛନ୍ତି। ୧୩୪୦ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri