ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪,୦୬୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଭୁବନେଶ୍ୱରରୁ କେବଳ ୫ଜଣ ରହିଛନ୍ତି। ସେହିପରି ନୟାଗଡ଼ ଓ ପୁରୀ ଜିଲାରୁ ୫ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମରେ ୪ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ବରଗଡ଼ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୋଳ, କଟକ ଓ ସମ୍ବଲପୁର ଜିଲାରୁ ୨ଜଣ ଲେଖାଏଁ ଏବଂ ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, ମୟୁରଭଞ୍ଜ ଓ ନବରଙ୍ଗପୁରରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ...

୮ରୁ ଖୋଲିବ ପ୍ଲାନେଟାରିୟମ

ଭୁବନେଶ୍ୱର, ୫।୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ପ୍ଲାନେଟାରିୟମଗୁଡିକୁ ପୁନଃ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି।...

ଯାତ୍ରା ଦାଣ୍ଡରେ ୨୨ କଳାକୁଞ୍ଜ, ୬ ରଥ

ବ୍ରହ୍ମପୁର ଅଫିସ,୭ା୬- ବ୍ରହ୍ମପୁର ଅନ୍ୟତମ ପ୍ରସିଦ୍ଧ ମା’ ତାରାଦେବୀ ଠାକୁରାଣୀ ଯାତ୍ରା ଗୁରୁବାର ୧୯ ଦିନରେ ପହଞ୍ଚିଛି। ଯାତ୍ରାକୁ ଆଉ ମାତ୍ର ୪ ଦିନ ବାକି...

୫ ନଂ. ଜୋନ୍‌ରେ ତ୍ରିମୁଖୀ ଲଢ଼େଇ

କେନ୍ଦ୍ରାପଡ଼ା ଅଫିସ, ୫ା୨: କେନ୍ଦ୍ରାପଡ଼ା ଜିଲାରେ ଆସନ୍ତା ୨୨ ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ୍‌ ଗ୍ରହଣ ହେବ। କେନ୍ଦ୍ରାପଡ଼ା ବ୍ଲକ ୫...

ପୁଣି ଏନ୍‌କାଉଣ୍ଟର: ଟଳିଲେ ୩ ମାଓବାଦୀ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି,୧୬ା୭(ଡି.ଏନ୍‌.ଏ.): ମାଲକାନଗିରି ଛତିଶଗଡ଼ ସୀମାନ୍ତ ଦନ୍ତେଓ୍ବାଡା ଜିଲାରେ ପୁଣି ଏନ୍‌କାଉଣ୍ଟର ହୋଇଛି । ଡୋଲକାଲ ଓ ପେଦାପାଲ ଗ୍ରାମ ନିକଟସ୍ଥ ଜଙ୍ଗଲରେ ମାଓବାଦୀ ଓ ପୋଲିସ...

ହୋଟେଲ, ରେଷ୍ଟୁରାଣ୍ଟ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୪। ୮(ବ୍ୟୁରୋ): ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ କରୋନା ନିୟମ ମାନୁନାହାନ୍ତି। ଗହଳି ବଢୁଛି। ଏହାକୁ ଦେଖି ରାଜ୍ୟ ସରକାର ହୋଟେଲ ଏବଂ ରେଷ୍ଟୁରାଣ୍ଟ ପାଇଁ ଥିବା...

ତୃତୀୟ ଲହର ମୁକାବିଲା ପ୍ରସ୍ତୁତି: ୫ହଜାର ସ୍ବାସ୍ଥ୍ୟସହାୟକଙ୍କୁ ଦିଆଯିବ ତାଲିମ୍‌

ନୂଆଦିଲ୍ଲୀ,୧୬।୫: କରୋନାର ସମ୍ଭାବ୍ୟ ତୃତୀୟ ଲହର ସହ ମୁକାବିଲା ନେଇ ଦିଲ୍ଲୀ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଡାକ୍ତରୀ କର୍ମଚାରୀଙ୍କ ଅଭାବକୁ ଧ୍ୟାନରେ ରଖି...

କୋଭିଡ୍‌ ବେଡ୍‌ ୫ ଗୁଣା ବଢ଼ିବ

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ ହେଉଥିବାବେଳେ ବେଡ୍‌, ଆଇସିୟୁ, ଭେଣ୍ଟିଲେଟର ଓ ଅକ୍ସିଜେନ୍‌ର ଆବଶ୍ୟକତା ବଢ଼ିଛି। ତେଣୁ ରବିବାର ଏକ ଜରୁରୀ ବୈଠକ...

Advertisement
Archives

Model This Week