ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ: ୧୯୨୩ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ବୁଧବାର ୭୯୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକ ଜଣଙ୍କ ପୁରୀ ଜିଲାର ବୋଲି ଜଣାପଡିଛି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩,୪୪,୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୨୫୫ ଜଣ ଆକ୍ଟିଭ କେସ ରହିଥିବା ବେଳେ ୩୩୮୪୧୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୫ ଯୁବକଙ୍କୁ ହରାଇ ଗାଁ ସ୍ତବ୍ଧ

ଖମାର,୨।୩(ଡି.ଏନ.ଏ.) ପାଲଲହଡା ବ୍ଲକ ଖମାର ଥାନା କଣ୍ଟିଆପସି ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ୫ ଯୁବକଙ୍କ ଅକାଳ ବିୟୋଗ ଇଞ୍ଜିଡ଼ ଗାଁକୁ...

ପୁଣି ଶାଶୁଘର ଆଗରେ ବସିଲେ ତପସ୍ବିନୀ

ବ୍ରହ୍ମପୁର ଅଫିସ,୧୭।୧୨: ବହୁଚର୍ଚ୍ଚିତ ଡା. ସୁମିିତ ସାହୁ- ତପସ୍ବିନୀ ଦାଶ ପାରିବାରିକ ମାମଲା ତୁଟିବା ନାଁ ଧରୁନି। ଦିନକୁ ଦିନ ଏହା ଜଟିଳ ହେବାରେ ଲାଗିଛି।...

ଦାଦାବଟି ମାଗିଲେ ତଡ଼ିପାର

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଦାଦାବଟି ବା ବଳପୂର୍ବକ ଚାନ୍ଦା ମାଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଏପରି କି ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ) ଲଗାଯିବା ସହ ଆବଶ୍ୟକ ପଡିଲେ ତଡ଼ିପାର...

ଉତ୍ତର ପ୍ରଦେଶ, କର୍ନାଟକ, ମୁମ୍ବାଇରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୩ ।୧୨: ଚାଇନାରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏବେ ଭାରତକୁ ଏହାର ଭୟ ଫେରିଛି । ଚାଇନାରେ ଓମିକ୍ରନର ସବ ଭାରିଏଣ୍ଟ ବିଏଫ.୭...

ଆତ୍ମହତ୍ୟା ଧମକ ଦେଲେ ଭାଜପା ବିଧାୟକ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଧାନସଭାରେ ଆତ୍ମହତ୍ୟା ଧମକ ଦେଇଛନ୍ତି ଦେବଗଡ଼ ଭାଜପା ବିଧାୟକ ସୁବାସ ପାଣିଗ୍ରାହୀ। ଗୁରୁବାର ଗୃହରେ ମଣ୍ଡି ସମସ୍ୟାକୁ ନେଇ ଭାଜପା ବିଧାୟକମାନେ ହୋହଲ୍ଲା କରିଥିଲେ।...

ବନ୍ୟା କ୍ଷତିଗ୍ରସ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଘୋଷଣା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତି ସଙ୍ଗୀନ୍‌ ହୋଇଛି। ଏବେ ଅନେକ ଜିଲା ପାଣି ଘେରରେ ରହିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବନ୍ୟାଞ୍ଚଳ...

‘୨ଠ୨୪ ମଧ୍ୟରେ ମାଲକାନଗିରି ବିମାନବନ୍ଦର କାର୍ଯ୍ୟକ୍ଷମ କର’

ଭୁବନେଶ୍ୱର, ୯ା୩(ବ୍ୟୁରୋ): ମାଲକାନଗିରିଠାରେ ନୂଆ ବିମାନବନ୍ଦର ନିର୍ମାଣ କାର୍ଯ୍ୟ ଶେଷ କରି ୨ଠ୨୪ ଜାନୁୟାରୀ ସୁଦ୍ଧା କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ...

ଡିଏମ୍‌ଇଟି ଦାୟିତ୍ୱ ନେଲେ ରମାରମଣ ମହାନ୍ତି

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ୍‌ ଆଣ୍ଡ୍‌ ଟ୍ରେନିଂ(ଡିଏମ୍‌ଇଟି) ଭାବେ ଡା. ରମାରମଣ ମହାନ୍ତି ଦାୟିତ୍ୱ ନେଇଛନ୍ତି। ଡିଏମ୍‌ଇଟି ଡା. ସିବିକେ ମହାନ୍ତିଙ୍କ କାର୍ଯ୍ୟକାଳ ରବିବାର...

Advertisement
Archives

Model This Week