କମୁନି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୩୫ ଜୀବନ

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାଜନିତ ୩୫ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୬୮୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ ଜିଲାରୁ ସର୍ବାଧିକ ୫ଜଣ ପ୍ରାଣ ହରାଇଥିବା ବେଳେ କଳାହାଣ୍ଡି ଓ ରାୟଗଡ଼ା ଜିଲାରୁ ୪ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଖୋର୍ଦ୍ଧା, ଝାରସୁଗୁଡ଼ା, ନବରଙ୍ଗପୁର ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିଭଳି ବୌଦ୍ଧ, ଜଗତସିଂହପୁର, ଓ କୋରାପୁଟରୁ ୨ଜଣ ଏବଂ କଟକ, ମାଲକାନଗିରି, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ବାଦ୍‌ ପଡ଼ିଥିଲେ, କେଉଁ ଦକ୍ଷତା ବଳରେ ପୁଣି ମନ୍ତ୍ରୀ ହେଲେ: ଭାଜପା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ରାଜ୍ୟ ସରକାର ପୂର୍ବରୁ ଯେଉଁମାନଙ୍କୁ ମନ୍ତ୍ରିମଣ୍ଡଳରୁ ଅପସାରଣ କରିଥିଲେ, ଦକ୍ଷ ଓ ବରିଷ୍ଠ ବୋଲି ଦର୍ଶାଇ ସେମାନଙ୍କୁ ପୁଣି ସାମିଲ କରିଛନ୍ତି। ସୋମବାର...

ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୨୯ ଆକ୍ରାନ୍ତ

ଭୁବନେଶ୍ୱର, ୨୦।୧୦: ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୨୨୯ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୭ ଜଣ ଏବଂ...

ବର୍ଷା ଛାଡ଼ିଲା, ବଢ଼ିବ ଥଣ୍ଡା; ୩ ଦିନ ପ୍ରବଳ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୫।୧(ବ୍ୟୁରୋ)-ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ସାଙ୍ଗକୁ କୋହଲା ପାଗ ଥଣ୍ଡା ପରିବେଶ ସୃଷ୍ଟି କରିଛି । ବର୍ଷା ଛାଡିଯାଇଥିଲେ...

୧୬୦ ଜନଜାତିଙ୍କୁ ମାନ୍ୟତା ଦିଅ

ଭୁବନେଶ୍ୱର,୧୮୯(ବ୍ୟୁରୋ): ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରିବା ପ୍ରସ୍ତାବ ଦୀର୍ଘଦିନ ଧରି କେନ୍ଦ୍ର ନିକଟରେ ପଡ଼ିରହିଛି। ଏ ନେଇ ରାଜ୍ୟ...

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି

ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍‌ତେଲ...

ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୮୦ ଜଣ...

କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ଗୁଳି କରି ହତ୍ୟା ମାମଲା: ୨ ମୁଖ୍ୟ ଷଡ଼ଯନ୍ତ୍ରକାରୀଙ୍କ ସମେତ ୪ ଅଟକ

ପୁରୀ ଅଫିସ,୨୧।୩: ଶ୍ରୀମନ୍ଦିର ସେବାୟତ ତଥା ସୁଆର ମହାସୁଆର ନିଯୋଗର ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀ (କାଳିଆ)ଙ୍କୁ ଗୁଳିକରି ହତ୍ୟା ମାମଲାରେ ରବିବାର ପୁରୀ ପୋଲିସ ୪ଜଣଙ୍କୁ...

କାର୍ଯ୍ୟକ୍ଷମ ହେବ କଳାକୃତି ଗ୍ରାମ

ଢେଙ୍କାନାଳ ଅଫିସ,୧୮।୧ ଢେଙ୍କାନାଳ ସଦର ବ୍ଲକ ସପ୍ତଶଯ୍ୟା ପଞ୍ଚାୟତ ନବଜୀବନପୁରରେ ପରିତ୍ୟକ୍ତ ଅବସ୍ଥାରେ ଥିବା କଳାକୃତି ଗ୍ରାମ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଦୀର୍ଘଦିନର ନୀରବତା ପରେ...

Advertisement
Archives

Model This Week