ନୂଆଦିଲ୍ଲୀ, ୨୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୧ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ପୁଣି ୪ ହଜାର ଉପରେ ରହିଛି। ଏହା ବଢ଼ି ୪,୨୫୬ ରହିଛି। ଗୋଟିଏ ଦିନ ତଳେ ଏହା ୩,୬୦୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରହିଛି। ଗୋଟିଏ ଦିନ ତଳେ ଏହା ୧୪ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪୦ ହଜାର ୭୫୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ି ୪୦ ହଜାର ୯୭୯ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୪୭୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪ ହଜାର ୪୭୨ ଥିଲା। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୫ ଶହ ଉପରେ ରହିଛି। ଏଠାରେ ଏହା ୧,୫ ୯୮ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୬୧୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୮୩ ହଜାର ୩୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୧୩ ହଜାର ୯୯୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଥର ବିବାହ କରି ବି ୩୨ ଯୁବତୀଙ୍କ ସହ ଚାଲିଥିଲା ଚାଟ୍‌, ଏମିତି ପଡ଼ିଲେ ଧରା, ଆଉ ତା’ ପରେ…

ଲକ୍ଷ୍ନୌ,୧୯ା୬: ଉତ୍ତରପ୍ରଦେଶ କାନପୁରର ଜଣେ ଭଣ୍ଡ ବାବାଙ୍କ କଳାକାରନାମା ଏବେ ପଦାରେ ପଡ଼ିଛି। ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। କଥିତ ଭଣ୍ଡ ବାବା ସୋସିଆଲ ମିଡିଆ...

ମାଲିଆନା ଦଙ୍ଗା ମାମଲାରେ ୪୦ ଦୋଷମୁକ୍ତ

ମିରଟ, ୪।୪: ୩୬ ବର୍ଷ ତଳର ମାଲିଆନା ସାମ୍ପ୍ରଦାୟିକ ଦଙ୍ଗା ମାମଲାର ୪୦ ଜଣ ଅଭିଯୁକ୍ତଙ୍କୁ ପ୍ରମାଣ ଅଭାବରୁ କୋର୍ଟ ଦୋଷମୁକ୍ତ କରିଦେଇଛନ୍ତି। ୧୯୮୭ ମେ’...

ମୋଦି ଜୀ ତୁମକୁ ରକ୍ଷା କଲେ, ଏବେ ଆମକୁ ରକ୍ଷା କର:ନଡା

ବିଳାସପୁର,୨।୧୦: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ମୁଖ୍ୟ ଜେପି ନଡା ବୁଧବାର ପ୍ରଚାର ପାଇଁ ବିଲାସପୁରରେ ପହଞ୍ଚିଥିଲେ। ଏଠାରେ...

ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ...

ମୃତ୍ୟୁକୁ ହରାଇ ହସି ହସି ଘରକୁ ଫେରିଲେ ୧୦୩ ବର୍ଷୀୟ ବୃଦ୍ଧ

ପାଲଘର, ୯ା୫ : ମହାରାଷ୍ଟ୍ରର ପାଲଘରରୁ ଆସିଛି ଏକ ଭଲ ଖବର। ଦ୍ୱିତୀୟ ଲହରରେ ସ୍ବଳ୍ପ ବୟସ୍କଙ୍କ ମୃତ୍ୟୁ ହେଉଥିବାବେଳେ କୋଭିଡ୍‌-୧୯କୁ ହରାଇ ହସି ହସି...

ମା’ଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ସୁଷମାଙ୍କୁ ଗୁହାରି କଲେ ଝିଅ

ହାଇଦ୍ରାବାଦ,୩୦।୪: ହାଇଦ୍ରାବାଦରେ ସାହିଦା ବେଗମଙ୍କ ଝିଅ ସୈୟଦା ଫାତିମା ନିଜ ମା’ଙ୍କୁ  ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ବିଦେଶ ମନ୍ତ୍ରୀ ସୁଷମା ସ୍ବରାଜଙ୍କୁ...

ଖେଳୁ ଖେଳୁ ଫାଶିରେ ଝୁଲି ପଡ଼ିଲା ୯ ବର୍ଷୀୟା ଝିଅ

ହାଇଦ୍ରାବାଦ,୨୯।୩ : ଗତ ସପ୍ତାହରେ ୯ ବର୍ଷୀୟା ଝିଅର ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା ହାଇଦ୍ରାବାଦ୍‌ ପୋଲିସ। ଏହି ସନ୍ଦେହଜନକ ମୃତ୍ୟୁ ମାମଲାର ପୋଲିସ ତନାଘନା...

ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରୁଥିଲେ ଯୁବତୀ: ଆଉ ତା’ପରେ

ସୁରତ,୧୦।୩: ଜନବହୁଳ ରାସ୍ତାରେ ବାଇକ୍‌ ଷ୍ଟଣ୍ଟ୍‌ କରି ଗିରଫ ହୋଇଛନ୍ତି ସୁରତର ଜଣେ ଯୁବତୀ। ସୁରତର ରାସ୍ତାରେ ଯୁବତୀ ଜଣଙ୍କ ବିନା ହେଲମେଟ୍‌ରେ ବାଇକ୍‌ ଷ୍ଟଣ୍ଟ...

Advertisement
Archives

Model This Week