କରୋନା ଔଷଧ-ଅକ୍ସିଜେନ୍‌ ସିଲିଣ୍ଡର ହେଉ ଟିକସ ମୁକ୍ତ: ମମତା…

କୋଲକାତା, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ସାଧାରଣ ଲୋକଙ୍କ ସୁବିଧା ପାଇଁ କରୋନା ଔଷଧ,ଅକ୍ସିଜେନ୍‌ ସିଲିଣ୍ଡରକୁ ଟିକସ ମୁକ୍ତ କରିବା ଲାଗି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ଚିଠି ଲେଖିଛନ୍ତି। ଦେଶରେ ସ୍ବାସ୍ଥ୍ୟ ସେବାକୁ ସଶକ୍ତ କରିବା ଲାଗି ସେ ମୋଦିଙ୍କୁ ଅନୁରୋଧ କରିଛନ୍ତି। କରୋନା ଆକ୍ରାନ୍ତଙ୍କ ଲାଗି ଉପଯୋଗୀ ଔଷଧ ଏବଂ ଅକ୍ସିଜେନ୍‌ ସିଲିଣ୍ଡରକୁ ଜିଏସ୍‌ଟି ଏବଂ କଷ୍ଟମ ଟିକସ ମୁକ୍ତ କରାଯିବା ଆବଶ୍ୟକ ବୋଲି ମମତା ଚିଠିରେ ଉଲ୍ଲେଖ କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଗତ ୫ ଦିନ ମଧ୍ୟରେ ମମତା ଏହାକୁ ମିଶାଇ ୩ ଥର ମୋଦିଙ୍କ ପାଖକୁ ଚିଠି ଲେଖିଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଜ୍ୟୋତିରାଦିତ୍ୟଙ୍କ ଏଣ୍ଟ୍ରି ନେଇ ଅସନ୍ତୁଷ୍ଟ ପ୍ରଭାତ: ହାତରୁ ରାଜ୍ୟ ସଭା ଆସନ ଯିବା ଆଶଙ୍କା

ନୂଆଦିଲ୍ଲୀ,୧୧।୩: ଜ୍ୟୋତିରାଦିତ୍ୟ ସିନ୍ଧିଆ ଭାଜପାରେ ଦେଇଛନ୍ତି। ତେବେ ଭାଜପାରେ ତାଙ୍କର ଏଣ୍ଟ୍ରି ପରେ ଦଳର ବରିଷ୍ଠ ନେତା ପ୍ରଭାତ ଝା ଅସନ୍ତୁଷ୍ଟ ହୋଇଛନ୍ତି। ସେ ମଧ୍ୟପ୍ରଦେଶରୁ...

ତୈଳ ବିଶୋଧନାଗାରରେ ବିସ୍ଫୋରଣ

ପାଟନା,୧୬।୯: ବିହାର ବେଗୁସରାଇ ଜିଲା ଅଧୀନ ବରାଉଣୀ ତୈଳ ବିଶୋଧନାଗାରରେ ଗୁରୁବାର ବିସ୍ଫୋରଣ ଘଟି ୧୫ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କ...

ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି ତାରିଖ

ନୂଆଦିଲ୍ଲୀ ୧୮।୦୪: ମହାନଦୀ ଜଳ ବିବାଦ ଶୁଣାଣି ତାରିଖ ଘୁଞ୍ଚିଛି । ପୂର୍ବରୁ ଏପ୍ରିଲ ୩୦ରେ ହେବାକୁ ଥିବା ଶୁଣାଣି ନିଷ୍ପତ୍ତିକୁ ଘୁଞ୍ଚାଇ ଦିଆଯାଇଛି। ମେ...

୨୯ ଥର ନିର୍ବାଚନ ଲଢିଥିବା ଭାଜପାର ଯୁବ ଅଧ୍ୟକ୍ଷ ଗୋଟିଏ ଥର ବି ହାରିନାହାଁନ୍ତି

ନୂଆଦିଲ୍ଲୀ,୨୭।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ୫୦ ବର୍ଷ ବୟସରେ ଦଳର ଅଧ୍ୟକ୍ଷ ପଦ ସମ୍ଭାଳି ଥିବାରୁ ତାଙ୍କୁ ସବୁଠାରୁ ଯୁବ ଅଧ୍ୟକ୍ଷ ବୋଲି କୁହାଯାଏ।...

ସୁରଟରୁ ଫେରିଲେ ୧୨୦ ପ୍ରବାସୀ ଓଡ଼ିଆ: କୋଲକାତାରୁ ଜଣେ ଚାଲି ଚାଲି ଆସିଲେ

ଔପଦା, ୪।୫(ଡି.ଏନ୍‌.ଏ.): ସୁରଟରୁ ୧୨୦ଜଣ ପ୍ରବାସୀ ଓଡ଼ିଆ ବସ୍‌ ଯୋଗେ ସୋମବାର ପହଞ୍ଚିଛନ୍ତି। ଆସିବା ବାଟରେ ଭଦ୍ରକରେ ଜଣେ, ସୋରରେ ୨, ଖଇରା ବ୍ଲକ ତୁଡ଼ିଗଡ଼ିଆରେ...

କରୋନା ସଂକ୍ରମଣ: ଭାରତ ଆମେରିକା-ବ୍ରାଜିଲ୍‌କୁ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୯୪୭ରେ ପହଞ୍ଚିଛି। ଏବେ ଭାରତ...

ମାର୍ଚ୍ଚ ୧୧ରେ ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ…

ଲଦାଖ,୮।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ...

ସରକାରୀ ହସ୍ପିଟାଲରୁ ଉଦ୍ଧାର ହେଲା ୩ଫୁଟର ଝିଟିପିଟି

ଫତେହବାଦ,୨୫।୬: ହରିୟାଣାର ଫତେହବାଦର ତୋହାନା ନିକଟସ୍ଥ ସରକାରୀ ହସ୍ପିଟାଲର ଏମାରଜେନ୍ସୀ ଓ୍ବାର୍ଡରୁ ଏକ ବିଶାଳକାୟ ଝିଟିପିଟିକୁ ଉଦ୍ଧାର କରାଯାଇଛି। ଏହି ଝିଟିପିଟିର ଲମ୍ବ ପ୍ରାୟ ୩ଫୁଟ...

Advertisement
Archives

Model This Week