ପାରଳାଖେମୁଣ୍ଡି ଉପକାରାଗାରରେ ପଶିଲା କରୋନା

ପାରଳାଖେମୁଣ୍ଡି,୯ା୮(ସ୍ବ.ପ୍ର.): ଗଜପତି ଜିଲାରେ କରୋନା କାୟା ମେଲାଇବାରେ ଲାଗିଛି। ଜିଲାର ବିଭିନ୍ନ ଅଞ୍ଚଳରୁ ମଙ୍ଗଳବାର ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ପାରଳାଖେମୁଣ୍ଡି ଉପକାରାଗାରରେ ମଧ୍ୟ କରୋନା ପଶିଥିବା ଜଣାପଡ଼ିଛ। ଜେଲର୍‌ ସମେତ ଉପକାରାଗାରରେ ୬ଜଣ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏଥିରେ ଜେଲର୍‌, ଜଣେ କର୍ମଚାରୀ ଏବଂ ୪ ଅନ୍ତେବାସୀ ରହିଛନ୍ତି। ଜେଲର୍‌ ଏବଂ କର୍ମଚାରୀଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେହିପରି ୪ ଅନ୍ତେବାସୀଙ୍କୁ ବ୍ରହ୍ମପୁର ମଣ୍ଡଳ କାରାଗାରସ୍ଥିତ କୋଭିଡ୍‌ କେୟାର ସେଣ୍ଟରକୁ ପଠାଯାଇଛି। ଜେଲ୍‌ ପରିସରକୁ ସାନିଟାଇଜ୍‌ କରାଯିବ ବୋଲି ଜିଲାପାଳ ଅନୁପମ ଶାହା ସୂଚନା ଦେଇଛନ୍ତି। ତେବେ କାରାଗାରରେ ୨ ଅନ୍ତେବାସୀ ସଂକ୍ରମିତ ହୋଇଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କିଡ୍‌ନୀ ରୋଗୀଙ୍କୁ ମନ ପସନ୍ଦର ଔଷଧ ଦେବା ସମ୍ଭବ ନୁହେଁ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ଉନ୍ନତମାନର ଔଷଧ ଯୋଗାଣ ଦାବିକରି ୭ମାସ ହେବ ଆନ୍ଦୋଳନ ଚଳାଇଛନ୍ତି କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ ରୋଗୀ। ୧୨ଦିନ ହେବ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବାସଭବନ ଆଗରେ ଧାରଣାରେ ବସିବା...

ସରିଲା ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮...

ସମସ୍ୟାରେ ଶତାୟୁ ଶିକ୍ଷାନୁଷ୍ଠାନ

ଢେଙ୍କାନାଳ ଅଫିସ,୨।୪: ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି। ଏହି ଐତିହ୍ୟସମ୍ପନ୍ନ ପୁରାତନ...

ଭାରତ-ୟୁଏଇ ମିଶି ଅନେକ ମାଇଲଖୁଣ୍ଟ ପୂରଣ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୦।୯ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ୟୁଏଇ ରାଷ୍ଟ୍ରପତି ଏଚ୍‌ଇ ଶିଖ୍‌ ଖଲିଫା ବିନ୍‌ ଜାୟଦ୍‌ ଅଲ୍‌ ନାହ୍ୟାନଙ୍କ ନେତୃତ୍ୱରେ ତୈଳ ଓ...

ବାବୁସାନ୍‌ ପାରିବାରିକ ବିବାଦ: ଆପୋସ ସମାଧାନ ପାଇଁ ଉଦ୍ୟମ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ଅଭିନେତା ବାବୁସାନ୍‌ ମହାନ୍ତିଙ୍କ ପାରିବାରିକ ବିବାଦର ଆପୋସ ସମାଧାନ ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ବାବୁସାନ୍‌ଙ୍କ ଓକିଲ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକ ଏ...

ଗଞ୍ଜାମ-ଖୋର୍ଦ୍ଧା ସୀମା ସିଲ୍, କେହି ଯାଇ ପାରିବେନି ଭୁବନେଶ୍ୱର: ଜିଲାପାଳ

ଛତ୍ରପୁର,୮ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ଗଞ୍ଜାମ-ଖୋର୍ଦ୍ଧା ସୀମାକୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସିଲ୍‌...

ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ

କାଳିଆପାଣି,୪।୪: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କାଳିଆପାଣି ଖଣି ଅଞ୍ଚଳରେ ଏକମାତ୍ର ଟାଟା ହାଟରେ ସାମାଜିକ ଦୂରତାକୁ ମାନୁନାହାନ୍ତି ଲୋକେ। ଯାଜପୁରରେ ପ୍ରଥମ କରୋନା...

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି।...

Advertisement
Archives

Model This Week