ସେବାଶ୍ରମ ସ୍କୁଲରେ ପଶିଲା କରୋନା: ୧୪ ପଜିଟିଭ୍‌ ଚିହ୍ନଟ

ନୂଆପଡ଼ା ଅଫିସ, ୧୪।୫: ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ବିରିଘାଟ ସେବାଶ୍ରମ ସ୍କୁଲରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସ୍କୁଲରେ ଜଣେ ହାଇସ୍କୁଲ ଛାତ୍ରଙ୍କୁ ଜ୍ବର ହୋଇଥିବା ବେଳେ ସେ ଗୁରୁବାର ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଖଡିଆଳ ଉପଖଣ୍ଡସ୍ତରୀୟ ଚିକିତ୍ସାଳୟକୁ ଯାଇଥିଲେ। ପରେ ସେ ପଜିଟିଭ ଚିହ୍ନଟ ହୋଇଥିଲେ । ମଧାହ୍ନରେ ସେବାଶ୍ରମ କର୍ତ୍ତୃପକ୍ଷ ସମସ୍ତ ଛାତ୍ରୀଛାତ୍ର, ଶିକ୍ଷୟତ୍ରୀ ଶିକ୍ଷକ ଓ କର୍ମଚାରୀଙ୍କ କୋଭିଡ୍‌ ପରୀକ୍ଷା କରାଯାଇଥିଲା।
ସୋମାନଙ୍କ ମଧ୍ୟରୁ ୯ ଜଣ ଛାତ୍ର, ୪ ଜଣ ଛାତ୍ରୀ ଓ ଜଣେ ରୋଷୋୟା କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ସମସ୍ତ ଛାତ୍ରୀଛାତ୍ରଙ୍କୁ ଆଇସୋଲେଶନରେ ରଖାଯାଇଥିବା ବେଳେ ସମସ୍ତଙ୍କ ସ୍ବାସ୍ଥ୍ୟବାସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳାଚଳ କାରଖାନର ଠିକା ଶ୍ରମିକଙ୍କ ମୃତ୍ୟୁ ଘଟଣା: ମାମଲା ରଫାଦଫା ପାଇଁ ପକାଉଛି ଚାପ

କଳିଙ୍ଗନଗର, ୬।୮(ଡି.ଏନ.ଏ.)- ନୀଳାଚଳ କାରଖାନାରେ ଠିକାଶ୍ରମିକଭାବେ କାର୍ଯ୍ୟକରୁଥିବା ଜଣେ କର୍ମଚାରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁକୁ ଦୁଇ ବର୍ଷ ବିତିଥିଲେ ମଧ୍ୟ ପରିବାରକୁ କ୍ଷତିପୁଣ ମିଳିପାରି ନାହଁି।...

ସରକାରୀ ସୁବିଧାରୁ ବଁଚିତ୍‌ କେଁଦୁପତର ବଁଧାଲି

ସିନାପାଲି, ୩।୭ (ଡି.ଏନ୍‌.ଏ.): ନୂଆପଡ଼ା ଜିଲା ସିନାପାଲି ବ୍ଲକର ଭିନେ ଭିନେ କେଁଦୁପତର ଫଡିରେ ପତର ବଁଧାଲିମାନେ ବଡ଼ା ଗୁଲଗୁଲା ହେଇ ଜୀବନ୍‌ ବିତଉଥିବାର ଅଭିଯୋଗ...

ଓଏମ୍‌ସି ଷ୍ଟାଫ୍‌ ବସ ଉପରକୁ ତୀରମାଡ଼, ଜଣେ ଗୁରୁତର

କେନ୍ଦୁଝର,୨୩।୧୦(ସ୍ବ.ପ୍ର.): ହରିଚନ୍ଦନପୁର ବ୍ଲକ ଦୈତାରୀ ମାଇନ୍ସରୁ କାମ ସାରି କର୍ମଚାରୀଙ୍କୁ ଧରି ଫେରୁଥିବା କମ୍ପାନୀ ବସ ଉପରେ ଦୁର୍ବୃତ୍ତଙ୍କ ଧନୁତୀରରେ ଆକ୍ରମଣ ଘଟଣା ଚାଞ୍ଚଲ୍ୟ ସୃଷ୍ଟି...

ନଷ୍ଟ ହେଉଛି ୫.୪୪ କୋଟିର ଟସର

ବାରିପଦା ଅଫିସ, ୨୨।୬-ମହାମାରୀ କରୋନା ଯୋଗୁ କିଣା ବିକା ହୋଇ ନ ପାରି ମୟୂରଭଞ୍ଜ ଜିଲାର ୨୧ ୟୁନିଟରେ ୫କୋଟି ୪୪ଲକ୍ଷ ଟଙ୍କାର ଟସର ପଡ଼ିରହିଛି...

ସମୟ ଗଡୁଛି, ସରୁନି ମାଷ୍ଟର ପ୍ଲାନ : ଅସଜଡ଼ା ଜଗତ୍‌ସିଂହପୁର ସହର

ଜଗତ୍‌ସିଂହପୁର ଅଫିସ,୭ା୮: ଦିନକୁ ଦିନ ଜଗତ୍‌ସିଂହପୁର ସହର ତା’ର କାୟା ବିସ୍ତାର କରିଚାଲିଛି। କିନ୍ତୁ ଏହା ଅସଜଡ଼ା ଭାବେ ସମ୍ପ୍ରସାରିତ ହେଉଥିବାରୁ ସମସ୍ୟା ସୃଷ୍ଟି ହେଉଛି।...

ମାଛ ମଡ଼କକୁ ନେଇ ଚିନ୍ତାରେ ଚାଷୀ

ନୂଆପଡ଼ା ଅଫିସ,୨୧।୬: ନୂଆପଡ଼ା ଜିଲା କୋମନା ବ୍ଲକ ସିଆଲଲଟି ପଞ୍ଚାୟତ ବେଲରଦାନା ଗାଁରେ ମାଛ ମଡ଼କକୁ ନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ବେଲରଦାନ ଗାଁର ଅଧିକାଂଶ...

ଲଘୁଚାପ ବର୍ଷା: ଜୀବନଯାତ୍ରା ବ୍ୟାହତ, ଜମିରେ ଲୋଟିଛି ଧାନ ଫସଲ

ନୟାଗଡ଼ ଅଫିସ,୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଦୁଇଦିନ ହେଲା ସାରା ରାଜ୍ୟରେ ବର୍ଷା ଲାଗିରହିଛି। ନୟାଗଡ଼ ଜିଲାରେ ଏହି ବର୍ଷା ପ୍ରଭାବରେ ସାଧାରଣ ଜନଜୀବନ...

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା...

Advertisement
Archives

Model This Week