ଚାଇନାରେ କରୋନା ତାଣ୍ଡବ: ଦିନକୁ କୋଟିଏରୁ ଅଧିକ ଆକ୍ରାନ୍ତ ଚିହ୍ନଟ-ଦୈନିକ ମୃତ୍ୟୁ ସଂଖ୍ୟା ୩୦ ହଜାର ପାର…

ବେଜିଂ,୨୬।୧୨ : ଚାଇନାରେ ପ୍ରତିଦିନ ଏକ କୋଟିରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହେଉଥିବାବେଳେ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଆସନ୍ତା ୯୦ ଦିନ ମଧ୍ୟରେ ଚାଇନାରେ ପ୍ରାୟ ୯୦୦ ନିୟୁତ ଲୋକ ସଂକ୍ରମଣର ଶିକାର ହେବେ ଏବଂ ପ୍ରାୟ ଏକ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିପାରେ। ଏଥି ସହିତ, ରବିବାର ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗର ନୂତନ ଆଦେଶ ଅନୁଯାୟୀ ଚାଇନାର କୌଣସି ସ୍ଥାନରେ କୋଭିଡ ସଂକ୍ରମଣର ହିସାବ ରଖାଯିବ ନାହିଁ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ଗତ କିଛି ସପ୍ତାହ ଧରି ଚାଇନାରୁ କରୋନା ସଂକ୍ରମଣର ତଥ୍ୟ ପାଇନାହାଁନ୍ତି। ଦୁନିଆର ସବୁଠାରୁ ଜନବହୁଳ ଦେଶ କରୋନା ଲହରର ଶିଖର ସମୟରେ ସଂକ୍ରମଣ ଉପରେ ନଜର ରଖିବା କଷ୍ଟକର ହୋଇପଡୁଛି। ଏଥି ସହିତ କ୍ୟାପିଟାଲ ଇକୋନୋମିକ୍ସର ଅନୁସନ୍ଧାନକାରୀଙ୍କ ଅନୁଯାୟୀ ଚାଇନା ସରକାର ସଂକ୍ରମଣକୁ ରୋକିବା ପାଇଁ ଆଗ୍ରହ ପ୍ରକାଶ କରୁନାହାଁନ୍ତି। ଅନ୍ୟପକ୍ଷରେ, ଚାଇନାର ପୂର୍ବ ପ୍ରଦେଶର ଝୋଜିଆଙ୍ଗ ପ୍ରଶାସନର ସୂଚନା ଅନୁଯାୟୀ ରବିବାର ପ୍ରାୟ ଏକ ଲକ୍ଷ ସଂକ୍ରମଣ ମାମଲା ରହିଛି। ଏହା ବ୍ୟତୀତ ଏଠାରେ ସଂକ୍ରମଣ ଦିନକୁ ଦିନ ଦ୍ୱିଗୁଣିତ ହେଉଛି। ପ୍ରଶାସନ କହିଛି ଯେ କୋଭିଡ ସଂକ୍ରମଣ ଖୁବ ଶୀଘ୍ର ଏଠାରେ ଶୀର୍ଷରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri