Posted inଜାତୀୟ

ଶେଷ ହୋଇନି କରୋନା ମହାମାରୀ, ଭବିଷ୍ୟତ ପାଇଁ ପ୍ରସ୍ତୁତି ଏବେଠାରୁ ଜରୁରୀ: ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ…

ହାଇଦ୍ରାବାଦ,୫।୬ : ମହାମାରୀର ବିପଦ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଆମକୁ ବର୍ତ୍ତମାନର ତଥା ଭବିଷ୍ୟତର ମହାମାରୀ ସହିତ ଲଢ଼ିବାକୁ ପଡିବ। ଏଥିପାଇଁ ଏହା ଆବଶ୍ୟକ ଆମେ ବର୍ତ୍ତମାନଠାରୁ ପ୍ରସ୍ତୁତି ଆରମ୍ଭ କରିବା। ଆମକୁ କେବଳ ଏକୀକରଣ କରିବା ନୁହେଁ, ବରଂ ଏକ ସ୍ବାସ୍ଥ୍ୟ ଭିତ୍ତିକ ନୀରିକ୍ଷଣ ବ୍ୟବସ୍ଥାକୁ ମଜବୁତ କରିବା ଆବଶ୍ୟକ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଭାରତୀ ପ୍ରବୀଣ ପାୱାର କହିଛନ୍ତି।

ହାଇଦ୍ରାବାଦରେ ଅନୁଷ୍ଠିତ ଜି-୨୦ ସ୍ବାସ୍ଥ୍ୟ କାର୍ଯ୍ୟ ଗୋଷ୍ଠୀର ତୃତୀୟ ବୈଠକରେ ଡକ୍ଟର ପାୱାର କହିଛନ୍ତି କରୋନା ମହାମାରୀ ଦର୍ଶାଇଛି କେବଳ ଶାନ୍ତି ମଧ୍ୟମରେ ବିକାଶ ହେଲେ ଦେଶ ମଧ୍ୟରେ ଭାଗିଦାରୀ ଅଧିକ ଫଳପ୍ରଦ ହୋଇଥାଏ। ମହାମାରୀ ମଧ୍ୟରେ ପାରସ୍ପରିକ ଭାଗିଦାରୀର କୌଣସି ଫଳାଫଳ ନାହିଁ । ସେଥିପାଇଁ ଆମ ସମସ୍ତଙ୍କୁ ଏକାଠି ଲଢ଼ିବାକୁ ପଡିବ। ସେ କହିଛନ୍ତି ଜି -୨୦ ସଦସ୍ୟ ଭାବରେ ଆମେ ଭାଗିଦାରୀ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?