କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରଥଖଳାରୁ ମୋଟ ୧୮ ଜଣ କରୋନାରେ ଆକ୍ରାନ୍ତ ହେଲେଣି। ସେମାନଙ୍କ ମଧ୍ୟରୁ ୧୨ ଜଣ ମହାରଣା ହୋଇଥିବା ବେଳେ ୬ ଜଣ ଭୋଇ ସେବାୟତ। ରଥଖଳାରୁ ଆଜି ୧୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗତକାଲି ୮ ଜଣ ପଜିଟିଭ ଚିହ୍ନଟ ହୋଇଥିଲେ। ରଥଖଳାକୁ ସମ୍ପୂର୍ଣ୍ଣ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଥିବା ବେଳେ କେବଳ ରଥକାମରେ ନିୟୋଜିତ ରଥ ସେବାୟତ ମାନଙ୍କୁ ପ୍ରବେଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିପତି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗୁଣପୁର,୨୪।୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଉଦ୍ଧବ ପାଢୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା।...

ଏମ୍‌କେସିଜିରେ ୩ କରୋନା ସନ୍ଦିଗ୍ଧ, ସ୍ବାବ୍‌ ରିପୋର୍ଟ ମିଳିବାରେ ବିଳମ୍ବ

ବ୍ରହ୍ମପୁର ଅଫିସ,୧୯ା୪: ମେଡିକାଲର ସଂଘରୋଧ କକ୍ଷରେ ୩ ଜଣ କରୋନା ସନ୍ଦିଗ୍ଧ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଛି...

ସଚେତନ କରିବାକୁ ଆସି ଫସିଲେ: ବେଆଇନ ପାର୍କିଂ ଯୋଗୁ ୫ଶହ ଜରିମାନା ଦେଲେ ଅନନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଦେଶବ୍ୟାପୀ ନୂଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାକୁ ନେଇ ଧରପଗଡ଼ ଚାଲିଛି। ବିଶେଷକରି ରାଜଧାନୀରେ ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କଠାରୁ...

ପୂଜାସ୍ଥଳୀ ଥିଲେ ବି ହେଉନି ବିକାଶ

କେନ୍ଦୁଝର, ୨୧ା୮- ଅବହେଳିତ ପୂଜା ସ୍ଥଳୀଗୁଡିକର ପୁନରୁଦ୍ଧାର କରିବା ସହ ପୁରାତନ ସଂସ୍କୃତିର ସୁରକ୍ଷା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବିକାଶ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ।...

ଓଭରବ୍ରିଜ ତଳେ ପରିବା ବିକ୍ରି; ରାସ୍ତା ଜାମ, ଲୋକେ ହଇରାଣ

ଢେଙ୍କିକୋଟ,୨୨।୭(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଲାଇଫ ଲାଇନ୍‌ ଜାତୀୟ ରାଜପଥ ୨୦ ନଂ ପାଣି କୋଇଲିଠାରୁ ରାଜାମୁଣ୍ଡାକୁ ଢେଙ୍କିକୋଟ ବଜାର ମଧ୍ୟ ଦେଇ ଯାଇଛି। ଯାହାକି ଏହାର...

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ...

୩ ମାସରେ ସଫା ହେବ ବିନ୍ଦୁସାଗର

ଭୁବନେଶ୍ୱର, ୫ା୬(ବ୍ୟୁରୋ)- ଆସନ୍ତା ୩ ମାସ ମଧ୍ୟରେ ଐତିହ୍ୟ ପୁସ୍କରିଣୀ ବିନ୍ଦୁସାଗରର ସଫେଇ କାର୍ଯ୍ୟ ସରିବ। ଏନେଇ ରାଜ୍ୟ ସରକାରଙ୍କ ସେତୁ ନିର୍ମାଣ ନିଗମ (ଓବିସିସି)...

Advertisement


Archives

Model This Week

Why Dharitri