ଜେଲ୍‌ରେ କରୋନା ଭୟ: ୧୭ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୧୧ା୭-ଗଞ୍ଜାମ ଜିଲାରେ ଜୁଲଇ ଆରମ୍ଭରୁ କରୋନା ସ୍ଥିତି ବିପଦଜ୍ଜନକ ହେଉଥିବା ବେଳେ ତାହା ଏବେ ଘାତକ ସାଜିଛି। ଦୈନିକ କରୋନା ସଂକ୍ରମଣ ବୃଦ୍ଧି ହାର ଉପରକୁ ଚାଲିଗଲାଣି। ରାଜ୍ୟରେ ଚିହ୍ନଟ ସମୁଦାୟ ପଜିଟିଭଙ୍କ ମଧ୍ୟରୁ ୩୮ ପ୍ରତିଶତ ଗଞ୍ଜାମ ଜିଲାରେ। ଏହାର ପ୍ରଭାବ ମଧ୍ୟ ଜେଲରେ ରହୁଥିବା ବିଚାରାଧୀନ ବନ୍ଦୀଙ୍କ ଉପରେ ପଡୁଥିବା ଦେଖିବାକୁ ମିଳିଛି। ଏଣୁ ଜେଲରେ ଭିଡ଼ କମାଇବା ଓ ସାମାଜିକ ଦୂରତ୍ୱକୁ ନେଇ ୭୪୩ ବନ୍ଦୀଙ୍କ ମଧ୍ୟରୁ ପ୍ରାୟ ୩୦୦ ଜଣଙ୍କୁ ଅନ୍ତରୀଣ ଜାମିନରେ ମୁକୁଳା ଯାଇଥିବା ବ୍ରହ୍ମପୁର ମଣ୍ଡଳ କାରାପାଳ ଶଶୀକାନ୍ତ ମହାଲିକ ସୂଚନା ଦେଇଛନ୍ତି। ବର୍ତ୍ତମାନ ବିଭିନ୍ନ ଆପରାଧିକ ମାମଲାରେ ଗିରଫ ହୋଇ ଜେଲ ଆସୁଥିବା ବିଚାରାଧୀନ ବନ୍ଦୀଙ୍କ ମଧ୍ୟରୁ ହତ୍ୟା, ବଳାତ୍କାର ଭଳି କେତେକ ସଙ୍ଗିନ ମାମଲାର ଅଭିଯୁକ୍ତଙ୍କ ବ୍ୟତୀତ ଅନ୍ୟମାନଙ୍କୁ ଅନ୍ତରୀଣ ଜାମିନରେ ଏବେ ଛଡ଼ାଯାଉଛି ବୋଲି ସେ କହିଛନ୍ତି। ଅନ୍ୟପଟେ ୫୦ ଦୋଷୀ ସାବ୍ୟସ୍ତ ହୋଇଥିବା କଏଦୀଙ୍କୁ ଦିଗପହଣ୍ଡି ଜେଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କ ମଧ୍ୟରୁ କେତେଜଣ ଅଭିଯୁକ୍ତଙ୍କୁ କୋର୍ଟ ନିର୍ଦ୍ଦେଶ କ୍ରମେ ଅନ୍ତରୀଣ ଜାମିନରେ ଛଡ଼ାଯାଉଛି ବୋଲି ସେ କହିଛନ୍ତି। ଜୁନରେ ପ୍ରଥମ ଥର ୨ ଅଭିଯୁକ୍ତ ପଜିଟିଭ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ମଣ୍ଡଳ କାରାଗାରରୁ ୧୭ ପଜିଟିଭ ଚିହ୍ନଟ ହୋଇସାରିଲେଣି ବୋଲି କାରାପାଳ ମହାଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

ଫସର ଫାଟିଲା ପୂଜକ କନ୍ଧ ଶତପଥୀଙ୍କ ଘର ଭାଙ୍ଗିବା ପ୍ରୟାସ, ନିରାଶ ହୋଇ ଫେରିଲା ପ୍ରଶାସନ

ଗଞ୍ଜାମ,୧୦।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ତ୍ରିବେଣୀ ମଠ ଛକରେ ଦୀର୍ଘ ୭୦ ବର୍ଷ ହେବ ରହି ଆସୁଛନ୍ତି ପୂଜକ କନ୍ଧ ଶତପଥୀ ଓ ତାଙ୍କ ପରିବାର…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri